Home Left

ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା ସକାଳ…

ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍‌ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ବୈଶାଳୀ ମହାନ୍ତିଙ୍କ ନୃତ୍ୟ ଡକ୍ୟୁମେଣ୍ଟାରି ମିଳିତ ଜାତିସଂଘ ପକ୍ଷରୁ ପ୍ରକାଶ କରାଯାଇଛି। ବୈଶାଳୀଙ୍କ ରଚିତ…

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ ପରିବର୍ତ୍ତନ, ଉତ୍ତମ କାର୍ଯ୍ୟ ଓ ନୀତିନିୟମକୁ ସମ୍ମାନ ଦେଉଥିବାରୁ ଏମାନଙ୍କୁ ମୁକ୍ତ କରିବାକୁ ଚୟନ…

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଦ୍ୱିତୀୟ ଲହର ଆସିବା ନେଇ ବହୁ ପୂର୍ବରୁ ବିଶେଷଜ୍ଞମାନେ…

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ ଏହି ସ୍ଥାନ ହାସଲ କରିଛି। ୨୦୧୮-୧୯ ନୀତି ଆୟୋଗର ଏହି ସୂଚୀରେ ଓଡ଼ିଶା ୫୧…

ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି

ଭୁବନେଶ୍ୱର,୨୨।୬(ବ୍ୟୁରୋ):  ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍‌ଦେଇ କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଥିବାରୁ ବିଭିନ୍ନ ସ୍ଥାନରେ ଭାଜପା ପ୍ରତିବାଦ କରିଛି। ଅନ୍ୟପଟେ…

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି। କ୍ରୀଡା ମନ୍ତ୍ରୀ ରବର୍ଟ ରୋମାଓ୍ବିଆ ରୋଏଟ ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସଂଖ୍ୟକ ପିଲା ଥିବା…

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସରକାରଙ୍କ ପକ୍ଷରୁ ଟିକା ନେବାକୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାକ୍ସିନ୍‌…

୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା…

ଯଥାର୍ଥ ନୁହେଁ, ଭୁଲ୍‌

ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇ ନ ଥିଲା। ଦେବାଶିଷଙ୍କ ଭଳି ଜଣେ…

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ ପାଇଁ ଉଭୟ ଦଳ କଠିନ ପରିଶ୍ରମ କରିଛନ୍ତି। ଗତ ଦୁଇ ବର୍ଷ ଧରି ଚାଲିଥିବା…

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା ମନୀଷ ରାଇସିଂଘନଙ୍କ ତାଙ୍କ ନାଁ ଯୋଡା ଯାଇଥିଲା। ଏପରିକି ଉଭୟଙ୍କ ଏକ ସନ୍ତନ ଅଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri