Home Left

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି। କ୍ରୀଡା ମନ୍ତ୍ରୀ ରବର୍ଟ ରୋମାଓ୍ବିଆ ରୋଏଟ ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସଂଖ୍ୟକ ପିଲା ଥିବା…

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସରକାରଙ୍କ ପକ୍ଷରୁ ଟିକା ନେବାକୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାକ୍ସିନ୍‌…

୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା…

ଯଥାର୍ଥ ନୁହେଁ, ଭୁଲ୍‌

ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇ ନ ଥିଲା। ଦେବାଶିଷଙ୍କ ଭଳି ଜଣେ…

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ ପାଇଁ ଉଭୟ ଦଳ କଠିନ ପରିଶ୍ରମ କରିଛନ୍ତି। ଗତ ଦୁଇ ବର୍ଷ ଧରି ଚାଲିଥିବା…

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା ମନୀଷ ରାଇସିଂଘନଙ୍କ ତାଙ୍କ ନାଁ ଯୋଡା ଯାଇଥିଲା। ଏପରିକି ଉଭୟଙ୍କ ଏକ ସନ୍ତନ ଅଛି…

ରାଜ୍ୟରେ ୧ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଓଡ଼ିଶାରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ଼ରେ ଟିକାଦାନ ଆରମ୍ଭ ହୋଇଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ଲକ୍ଷ୍ୟ ରଖିଥିବାବେଳେ ପ୍ରଥମ ଦିନରେ ୧,୬୧୩ ଟିକାକେନ୍ଦ୍ରରେ ୩,୩୨,୭୧୭ ଡୋଜ୍‌ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଟିକାକରଣ…

ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ, ବାରିପଦା…

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ ଦାବି କରାଯାଇଛି। ଭାଜପା ଏମ୍‌ପି ସଂଘମିତ୍ରା ମୌର୍ଯ୍ୟ ଏନେଇ ଦାବି କରିଛନ୍ତି। ନୁସରତଙ୍କ ଆଚରଣ…

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ ସପ୍ତାହରେ ଉଭୟ ବିବାହ କରିଥିଲେ ଏବଂ ଏବେ ବିବାହ ଫଟୋ ଭାଇରାଲ ହୋଇଛି। ହାଟୀ…

ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା (୧୪୯/୨୦୧୭/ଇଜେଡ୍‌) ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ବିଚାରାଧୀନ ରହିଛି। କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ଅଭିଯୋଗ…

ଇତିହାସ ରଚିଲେ ଏହି କ୍ରିକେଟର୍‌: ୬୧ ବର୍ଷ ପରେ କଲେ ଏମିତି କାରନାମା

ସେଣ୍ଟ ଲୁସିଆ,୨୨।୬: ସେଣ୍ଟ ଲୁସିଆରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାମହାତୀ ସ୍ପିନର କେଶବ ମହାରାଜ ଇତିହାସ ସୃଷ୍ଟି କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ମହାରାଜ ଏକ ଚମତ୍କାର ହ୍ୟାଟ୍ରିକ ନେଇଥିଲେ। ସେ କେବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri