Home Left

ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮ ଜଣଙ୍କ…

ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

ଷ୍ଟକ୍‌ହୋମ୍‌, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ ଦଳ ସହଯୋଗରେ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟିର ଷ୍ଟିଫାନ ମେଣ୍ଟ ସରକାର ଗଢ଼ିଥିଲେ। ସହରଗୁଡ଼ିକରେ ନିର୍ମାଣ…

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ ରୋକ ଲଗାଇବାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସ୍‌ବୁକ୍‌ ଏବଂ ହ୍ବାଟ୍ସଆପ୍‌ ସୋମବାର ଦିଲ୍ଲୀ ହାଇକୋର୍ଟରେ…

ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌

ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟକୁ ହ୍ୟାକ୍‌ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍‌ରୁ କୋରିଆ ଆଟମିକ୍‌ ଏନର୍ଜି ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ (କେଏଇଆର୍‌ଆଇ)ର ଆଭ୍ୟନ୍ତରୀଣ ନେଟ୍‌ଓ୍ବର୍କ ଆକ୍‌ସେସ୍‌ କରାଯାଇଥିବା ଦକ୍ଷିଣ ଆଫ୍ରିକାର ପ୍ରମୁଖ ବିରୋଧୀ…

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍‌ ଯୋଗାଇବା ସହିତ ସ୍ପେସ୍‌ ଷ୍ଟେଶନର ବିଭିନ୍ନ କାମରେ ସହାୟତା…

‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଏଥି ସହିତ ନିକଟରେ ଅର୍ଜୁନ କପୁର ନିଜ ହାତରେ ‘ଏ’ ନାମକ…

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍‌ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର ସବିଶେଷ…

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ ଫଳାଫଳ…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ପ୍ରଥମ ଦରମା ଟଙ୍କା ଖର୍ଚ୍ଚକୁ ନେଇ ଚିନ୍ତିତ କି…

ଭବିଷ୍ୟତ ପାଇଁ ପ୍ରତ୍ୟେକଙ୍କୁ ଚାକିରୀ ଟିଏ ନିତ୍ୟାନ୍ତ ଆବଶ୍ୟକ। ତେବେ ଚାକିର ପ୍ରଥମ ଦରମା ଯେତିକି ଖୁସି ଦେଇଥାଏ, ତାହାକୁ ଖର୍ଚ୍ଚ କରିବା ପାଇଁ ମଧ୍ୟ ସେତିକି ଚିନ୍ତାରେ ପକାଇ ଥାଏ। ପ୍ରଥମ ଦରମାକୁ କିପରି ଖର୍ଚ୍ଚ କରିବେ ସେ ନେଇ…

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ ୧୫୮ ରନରେ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ସ୍ପିନର କେଶବ ମହାରାଜ ହ୍ୟାଟ୍ରିକ ଉଇକେଟ…

ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍‌) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍‌ ଡିଭିଜନ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଫଳରେ ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଆଥଲେଟ୍‌ଭାବେ ଅଲିମ୍ପିକ୍ସରେ ଅଂଶଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri