Home Left

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି…

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ…

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ ଜିଦ୍‌ ଧରିବାରୁ ଘର ଲୋକେ ତାଙ୍କ ବିବାହ କରାଇଛନ୍ତି। କନ୍ୟା ସାଜିଛନ୍ତି ସମ୍ପୃକ୍ତ ବ୍ୟକ୍ତିଙ୍କ…

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା ଓ…

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କେସିଆର୍‌ ସିଦ୍ଦିପେଟରେ ଅନେକ ସରକାରୀ କାର୍ଯ୍ୟାଳୟର ଉଦଘାଟନ କରିଥିଲେ।…

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ ଭିଡିଓ…

ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା

ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍‌ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି ଚତୁର୍ଥ ଦିନ ଖେଳ ମଧ୍ୟ ବର୍ଷା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ପ୍ରବଳ ବର୍ଷା…

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ ମୁକୁଲ ରୟଙ୍କ ସମେତ ଟିଏମ୍‌ସିର ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗଙ୍ଗା ପ୍ରସାଦ ଦଳରେ…

ପାଚନକ୍ରିୟା ଓ ଉପବାସ

ପୂଜାପାର୍ବଣ ହେଉ ଅବା କେତେକ ତିଥିରେ ଅନେକେ ଉପବାସ ରହିଥାଆନ୍ତି। ଉପବାସ ରହିବା ଦ୍ୱାରା ମନ ପବିତ୍ର ରହେ ବୋଲି ଅନେକେ ବିଶ୍ୱାସ କରନ୍ତି। ହେଲେ ଏହା ଏକ ଅଭ୍ୟାସରେ ପଡିଗଲେ ତାହାର ପ୍ରଭାବ ଶରୀର ଉପରେ ପଡିବାର ଯଥେଷ୍ଟ ଆଶଙ୍କା…

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି ଗୋଟିଏ ଉଇକେଟ୍‌ ନେଇ ସେ ତାଙ୍କ ନାମରେ ଦୁଇଟି ରେକର୍ଡ ସୃଷ୍ଟି କରିଛନ୍ତି। ସେ…

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ବିଜୟ ପ୍ରତାପ ସିଂହ ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ଦିଲ୍ଲୀ…

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକମାନଙ୍କୁ ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri