Home Left

କୋହଲିଙ୍କ ଭାଗରେ ପଡ଼ିଲା ନାହିଁ ଟସ୍‌

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ କର ବା ମର ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭାଗରେ ଟସ୍‌ ପଡ଼ିନାହିଁ। ଯାହା ଆଶା କରାଯାଉଥିଲା ନ୍ୟୁଜିଲାଣ୍ଡ ଅଧିନାୟକ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ପେଟ୍ରୋଲ ଦର ବୃଦ୍ଧି ପାଉଛି ବୋଲି ଏଭଳି ଉପାୟ ଆପଣାଇଲେ ବ୍ୟକ୍ତି; ଭିଡିଓ ଦେଖିଲେ…

ଦିନକୁ ଦିନ ପେଟ୍ରୋଲ-ଡିଜେଲର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତାରେ ଖାଉଟି। ମହଙ୍ଗା ମାଡ଼ ଯୋଗୁ ଲୋକମାନେ ସେଥିରୁ ବାହାରିବା ଲାଗି ଭଳିକି ଭଳି ଉପାୟ ଆପଣାଉଛନ୍ତି। ସେଭଳି ଏକ ଦେଶୀ ଯୋଗାଡ଼କୁ ନେଇ ଭିଡିଓ ସୋସିଆଲ ମିଡିଆରେ…

ଓ୍ବାଙ୍ଖଡେଙ୍କ ସମର୍ଥନରେ ବାହାରିଲେ ଅଠଓ୍ବାଲେ

ମୁମ୍ବାଇ,୩୧।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ନାଁରେ ମହାରାଷ୍ଟ୍ର ସରକାରର ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକଙ୍କୁ ଲଗାତାର ଅଭିଯୋଗ କରୁଛନ୍ତି। ନବାବ ମଲିକ ଅଭିଯୋଗ କରିଛନ୍ତି ଯେ, ସମୀର ୱାଙ୍ଖଡେ ଅନୁସୂଚିତ ଜାତିର…

ଅବସର ପଛର କାରଣ ହୃଦୟ ବିଦାରକ ପରାଜୟ

ଆବୁଧାବି,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ ମଝିରେ ଅବସର ଘୋଷଣା କରିଛନ୍ତି ଅସଘର ଅଫଘାନ। ତେବେ ଗତ ମ୍ୟାଚ୍‌ରେ ପାକିସ୍ତାନଠାରୁ ହୃଦୟ ବିଦାରକ ପରାଜୟ ପରେ ହଠାତ୍‌ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ଆଫଗାନିସ୍ତାନର ପୂର୍ବତନ ଅଧିନାୟକ। ସୁପର-୧୨ ପର୍ଯ୍ୟାୟରେ ଖେଳାଯାଇଥିବା ମୁକାବିଲାରେ…

ବିକୁଥିଲେ ବାଣ, ଧରିଲା ପୋଲିସ

କୋଭିଡ୍‌ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍‌ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ…

ବାଜିବ ଶାହାନାଇ; ପ୍ରେମିକ ବିକ୍କିଙ୍କ ହାତ ଧରିବାକୁ ଯାଉଛନ୍ତି ଏହି ଚର୍ଚ୍ଚିତ ଅଭିନେତ୍ରୀ

ବମ୍ବେ: ଖୁବ୍‌ଶୀଘ୍ର ବାଜିବ ଶାହାନାଇ। ପ୍ରେମିକ ବିକ୍କି ଜୈନଙ୍କ ହାତ ଧରିବେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ଦୀର୍ଘଦିନରୁ ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ଏବେ କିନ୍ତୁ ଆଉ ପାଦେ ଆଗକୁ ଯାଇ ସମ୍ପର୍କ ଉପରେ ମୋହର ମାରିବାକୁ ଦୁହେଁ ନିଷ୍ପତ୍ତି ନେଇଛନ୍ତି।…

ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ୍‌ ବୁଲିବାକୁ ଗଲେ ମୋଦି

ରୋମ,୩୧।୧୦: ପାଞ୍ଚ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଇଟାଲୀର ରାଜଧାନୀ ରୋମରେ ଅଛନ୍ତି। ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେବା ଅବସରରେ ସେ ରୋମର ଐହିହ୍ୟ ଉପଭୋଗ କରୁଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଅନ୍ୟ ବିଶ୍ୱ…

ମା’ଙ୍କ ପାଇଁ ଚିନ୍ତାରେ ବାବର

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଅପରାଜେୟ ଧାରା ଜାରି ରଖିଥିବା ପାକିସ୍ତାନ ଅଧିନାୟକ ବାବର ଆଜାମ ଏବେ ମାନସିକ ଚାପରେ ଅଛନ୍ତି। ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ବିପକ୍ଷ ମ୍ୟାଚ୍‌ ଖେଳିଲା ବେଳେ ବାବରଙ୍କ ମା’ ଭେଣ୍ଟିଲେଟରରେ ଥିଲେ। ଏ ନେଇ…

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ବଡ଼ ଭବିଷ୍ୟବାଣୀ; ବିଶ୍ୱକପ୍‌ ଫାଇନାଲ ଖେଳିବେ…

ଦୁବାଇ, ୩୧।୧୦: ଏବେ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ମୁକାବିଲା ଖେଳାଯାଉଛି। ଏହାପରେ ସେମିଫାଇନାଲ ଏବଂ ଫାଇନାଲ ଖେଳାଯିବ। ଏଣୁ ପୂର୍ବରୁ ବିଶ୍ୱକପ୍‌ରେ କିଏ ବାଜି ମାରିବ ସେନେଇ କହିବା ମୁସ୍କିଲ। ଏବେ ଅଷ୍ଟ୍ରେଲିଆର ପୂର୍ବ ଅଭିଜ୍ଞ ସ୍ପିନର ଶେନ୍‌ ଓ୍ବାର୍ନ ବଡ଼…

ଭାରତ-ପାକିସ୍ତାନ ମ୍ୟାଚ୍‌ ସମୟରେ ଭେଣ୍ଟିଲେଟରରେ ଥିଲେ ଏହି କ୍ରିକେଟରଙ୍କ ମା’; ଭାବୁକ ପୋଷ୍ଟ ଲେଖି ବାପା କହିଲେ…

ନୂଆଦିଲ୍ଲୀ, ୩୧।୧୦: ମା’ ଭେଣ୍ଟିଲେଟରରେ ଥିଲେ। ତଥାପି ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳି ଦଳକୁ ବିଜେତା କରାଇଥିଲେ କ୍ରିକେଟର। ଆମେ କଥା ହେଉଛୁ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ବିଷୟରେ। ଶନିବାର ବାବରଙ୍କ ବାପା ଆଜମ ସିଦ୍ଧକୀ…

ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ ବିଜେଡି…

ସାବଧାନ! ଏସବୁ ଫୋନ୍‌ରେ ବନ୍ଦ ହୋଇଯିବ ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୩୧ା୧୦: ହ୍ବାଟ୍ସଆପ୍‌ ହେଉଛି ସବୁଠୁ ଲୋକପ୍ରିୟ ଇନ୍‌ଷ୍ଟାଣ୍ଟ ମେସେଜିଂ ଆପ୍‌। ଅନେକ ଆଣ୍ଡ୍ରଏଡ୍‌ ଏବଂ ଆଇଓଏସ୍‌ ଉପଭୋକ୍ତା ସେମାନଙ୍କ ନିଜ ଲୋକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ହ୍ବାଟ୍ସଆପ୍‌ ବ୍ୟବହାର କରିଥାନ୍ତି। ତେବେ ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ଦୁଃଖଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?