Home Left

‘କାବୁଲ ନଦୀ’ ଜଳ ଅଯୋଧ୍ୟା ପଠାଇଲେ ଆଫଗାନିସ୍ତାନ ବାଳିକା

ଅଯୋଧ୍ୟା, ୩୧।୧୦: ଆଫଗାନିସ୍ତାନର ଜଣେ ବାଳିକା ‘କାବୁଲ ନଦୀ’ ଜଳ ଅଯୋଧ୍ୟା ପଠାଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏହି ଜଳ ନେଇ ଅଯୋଧ୍ୟା ଯିବେ। ମୁଖ୍ୟମନ୍ତ୍ରୀ ସେଠାରେ ପ୍ରଭୁ ରାମଲାଲା ଏବଂ ହନୁମାନଗଢିଙ୍କର ଦର୍ଶନ କରିବେ। ସିଏମ ଯୋଗୀ…

ଆସନ୍ତା ୨ରେ କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୁଚିଣ୍ଡାସ୍ଥିତ ମୁକୁନ୍ଦି ପଡିଆରେ ଅବତରଣ କରିବେ। ସେଠାରେ ବିଏସ୍‌କେୱାଇ ସ୍ମାର୍ଟ ହେଲ୍ଥ…

ଷ୍ଟେଟ୍‌ବ୍ୟାଙ୍କ ପରିସରରୁ ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ଆରଡି, ୩୧।୧୦(ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡି ଷ୍ଟେଟବ୍ୟାଙ୍କ ପରିସରରେ ଥିବା ଏଟିଏମ୍‌କୁ ଦୁର୍ବୃତ୍ତମାନେ ଶନିବାର ବିଳମ୍ବିତ ରାତିରେ ଭାଙ୍ଗିଦେଇଛନ୍ତି। ହେଲେ ସେମାନେ ଟଙ୍କା ନେବାରେ ବିଫଳ ହୋଇଛନ୍ତି। ତେବେ ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଦୁର୍ବୃତ୍ତମାନେ ଏପରି କାର୍ଯ୍ୟ…

ଭଉଣୀ ସହ ବଜାର ଯାଇଥିଲେ ଭାଇ, ହେଲେ ଘରକୁ ଫେରିଲା ମୃତଦେହ

ରାୟଗଡ଼ା ଅଫିସ, ୩୧।୧୦: ୩୨୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୫ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଛି। ସେ ହେଲେ ସୁଧାଂଶୁ ସାମଲ। ତାଙ୍କ ଘର ରାୟଗଡ଼ା ସହର ଆର୍‌କେ ନଗରସ୍ଥିତ ସୁଇପର କଲୋନୀରେ…

ଦୂରବୀକ୍ଷଣ ଯନ୍ତ୍ର ନୁହେଁ, ଚଷମା ଲଗାନ୍ତୁ ଶାହା

ଲକ୍ଷ୍ନୌ,୩୧।୧୦:ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଆରମ୍ଭ ହୋଇଛି। କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ ଗୋରଖପୁରରେ ପହଞ୍ଚି ପ୍ରତିଜ୍ଞା ରାଲିକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ଆଦିତ୍ୟନାଥ ଏବଂ…

ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର

ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ନିଖୋଜ ଥିବା ଛାତ୍ର ବିବେକ ସିଂହ ରାଉରକେଲାର…

ରାସ୍ତା ନିର୍ମାଣ ନ ହେବାରୁ ଇସ୍ତଫା ଦେଲେ ବିଧାୟକ

ଲକ୍ଷ୍ନୌ,୩୧।୧୦: ସମାଜବାଦୀ ପାର୍ଟିର ବିଧାୟକ ରାକେଶ ପ୍ରତାପ ସିଂ ଆମେଠିଙ୍କ ଗୌରିଗଞ୍ଜ ଆସନରୁ ବିଧାୟକ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଧାନସଭାର ଅଧ୍ୟକ୍ଷ ହୃଦୟ ନାରାୟଣ ଦୀକ୍ଷିତଙ୍କୁ ଦେଇଛନ୍ତି। ଏହା ସହିତ ସେ ହଜରତଗଞ୍ଜରେ ଅବସ୍ଥିତ…

ଟି-୨୦ ବିଶ୍ୱକପ୍‌ ମଝିରେ କ୍ରିକେଟ୍‌କୁ ଅଲବିଦା କହିଲେ ସବୁଠୁ ସଫଳ ଅଧିନାୟକ

ଦୁବାଇ,୩୧।୧୦: ଆଫଗାନିସ୍ତାନ କ୍ରିକେଟର୍‌ ଅସଘର ଆଫଗାନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ମଧ୍ୟ ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଆଫଗାନିସ୍ତାନ ଦଳରେ ସାମିଲ ହୋଇଛନ୍ତି । ତାଙ୍କୁ ଉଭୟ ମ୍ୟାଚ ଖେଳିବାର ସୁଯୋଗ ମଧ୍ୟ ମିଳିଥିଲା। ଆଫଗାନିସ୍ତାନ…

ଓଡ଼ିଶୀ ପୋଷାକର ରୂପକାର

ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ବେଶ ପରିପାଟିର ସ୍ବତନ୍ତ୍ର ପରିଚୟ ରହିଥାଏ। ତେବେ ପୋଷାକ ତିଆରିରେ ଏମିତି ଜଣେ ରୂପକାର ଯେକି ଏଥିରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ସେ ହେଲେ ଭାଗୀରଥି ଦାସ। ପିତା କୁଳମଣି ଦାସ। କିନ୍ତୁ ଭାଗୀରଥିଙ୍କୁ…

ଝୋଟ କାରିଗରି

ଓଡ଼ିଶାର ଯେଉଁସବୁ କଳାକାରିଗରି ଦେଶବିଦେଶରେ ପ୍ରସିଦ୍ଧି ଲାଭ କରିଛି ସେଥିରେ ଝୋଟର ରହିଛି ଏକ ସ୍ବତନ୍ତ୍ର ସ୍ଥାନ। ଝୋଟ ପାଇଁ ବିଶେଷକରି ଉପକୂଳ ଅଞ୍ଚଳର ବିଭିନ୍ନ ଜାଗାରେ ନଳିତା ଚାଷ କରାଯାଏ। ଯେଉଁଥିରୁ ଝୋଟ ସଂଗ୍ରହ କରାଯାଏ। ହସ୍ତଶିଳ୍ପ କାରିଗରମାନେ ଝୋଟରେ…

ବିରାଟ କୋହଲିଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଦୁବାଇ,୩୧।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜିର ମ୍ୟାଚ ସେମିଫାଇନାଲରେ ପହଞ୍ଚିବା ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରୁ ଏହି ମ୍ୟାଚ ଖେଳାଯିବ। ଟସ ୭ଟାରେ ଅନୁଷ୍ଠିତ ହେବ। ଯେଉଁ ଦଳ ଏହି ମ୍ୟାଚ…

ଦୀପାବଳି ପରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ଖୁବ୍‌ ଶୀଘ୍ର ସ୍କୁଲ ଖୋଲିପାରେ। ଦୀପାବଳି ପରେ ଯେକୌଣସି ସମୟରେ ସରକାର ଏ ସଂପର୍କରେ ନିଷ୍ପତ୍ତି ନେଇ ପାରନ୍ତି। ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?