କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍ ଦେଲେ ଟିପ୍ସ
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ କମ ଆସୁଛି। ଏହି କ୍ରମରେ, ଅନେକ ରାଜ୍ୟରେ ଲାଗୁ କରାଯାଇଥିବା କଟକଣା ଉଠାଯିବା ମଧ୍ୟ…
ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍ ମୃତ୍ୟୁ
ବ୍ରାସିଲିଆ,୨୦।୬: ବ୍ରାଜିଲ୍ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ…
ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍ ଟିକା ଦିଆଯିବ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲେ। ୪୫…
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ହତ୍ୟାକାଣ୍ଡ ବେଳେ ଘରେ ସେମାନଙ୍କ ଦୁଇ ଛୁଆ ମଧ୍ୟ…
ମଦ ପାଇଁ ଏଏସ୍ଆଇ ସସ୍ପେଣ୍ଡ
ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି ଏସ୍ପି ଚରଣ ସିଂ ମୀନା। କିଛି ଦିନ ତଳେ ଏଏସ୍ଆଇ ବେହେରା ଥାନାର ଅନ୍ୟ…
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପ୍ରସନ୍ନ ବାଗ(୪୨)। ଏଥିରେ ଉଭୟ ପକ୍ଷର ଅନ୍ୟ ୭ଜଣ ଆହତ ହୋଇଛନ୍ତି।…
ଅଲିମ୍ପିକ୍ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା
ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ। ରବିବାର ବସିଥିବା ବିସିସିଆଇର ଆପେକ୍ସ କାଉନ୍ସିଲ ବୈଠକରେ ଏ ସକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି। ବୈଠକରେ…
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ। ସୂଚନା ମୁତାବକ,…
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମ ବ୍ରାଞ୍ଚ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଡାକ୍ତର। ସେମାନଙ୍କ ମଧ୍ୟରୁ ଜଣେ…
ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ…
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ…
ଅଜୟ ଦେବଗନ୍ଙ୍କ କିଣିଲେ ନୂଆ ଘର: ଦାମ୍ ରହିଛି…
ବଲିଉଡ୍ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ ଏହି ଘରେ ସମସ୍ତ ବିଳାସପୂର୍ଣ୍ଣ ସୁବିଧା ଅଛି। ଏବେ ଅଜୟ ତାଙ୍କ ଘରକୁ ଏକ…
Archives


