ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ। ସୂଚନା ମୁତାବକ,…
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମ ବ୍ରାଞ୍ଚ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଡାକ୍ତର। ସେମାନଙ୍କ ମଧ୍ୟରୁ ଜଣେ…
ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ…
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ…
ଅଜୟ ଦେବଗନ୍ଙ୍କ କିଣିଲେ ନୂଆ ଘର: ଦାମ୍ ରହିଛି…
ବଲିଉଡ୍ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ ଏହି ଘରେ ସମସ୍ତ ବିଳାସପୂର୍ଣ୍ଣ ସୁବିଧା ଅଛି। ଏବେ ଅଜୟ ତାଙ୍କ ଘରକୁ ଏକ…
ବାପାଙ୍କ ମୃତ୍ୟୁ ପରେ କାହିଁକି ଖେଳ ଛାଡ଼ି ଦେଇଥିଲେ ନମ୍ବର ଓ୍ବାନ୍ ଫାଇଟର
ମିକ୍ସଡ୍ ମାର୍ସାଲ ଆଟର୍ସ(ଏମ୍ଏମ୍ଏ)ରେ ‘ଦି ଇଗଲ’ ଭାବେ ପରିଚିତ ରୁଷିଆନ ଫାଇଟର ଖବିବ୍ ନୁରମାଗୋମେଡୋଭ। ଏହି ୩୨ ବର୍ଷୀୟ ଫାଇଟର ନିଜ କ୍ୟାରିୟରର ଶୀର୍ଷରେ ଥିବାବେଳେ ଗତବର୍ଷ ହଠାତ୍ ଅବସର ଘୋଷଣା କରିଥିଲେ। ତେବେ ତାଙ୍କ ଅବସର ପଛର କାରଣ ଥିଲା…
ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ ହେଲେ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ ଚିଠି ବୋମା ବୋଲି କୁହାଯାଉଛି। ପ୍ରତାପ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଏନସିପି ଏବଂ…
‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’
ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ଅନୁଷ୍କା ନିଜ ଇନଷ୍ଟାଗ୍ରାମରେ ୩ଟି ସୁନ୍ଦର ଫଟୋ ଶେୟାର କରି…
କୁକୁର କବଳରୁ ଉଦ୍ଧାର ହରିଣ ମୃତ
ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ କାର୍ଯ୍ୟାଳୟରେ ହରିଣର ଚିକିତ୍ସା ଚାଳିଥିବା ବେଳେ ରବିବାର ମୃତ୍ୟୁ ଘଟିଛି। ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା…
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ କରି…
ଫେଲ୍ ମାରିଲା ତାରକା ଖଚିତ ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍
ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍ ମାରିଛି ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ୍ଅଫ୍। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତଙ୍କ ଭଳି ଅନେକ ତାରକା ଖେଳାଳିଙ୍କ ଉପସ୍ଥିତି ସତ୍ତ୍ୱେ ମାତ୍ର…
Archives


