Home Left

ଆହୁରି ୪ ଦିନ ବର୍ଷିବ

ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସୂଚନା ଦିଆଯାଇଛି।…

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ କରିଥିଲେ। ବିବାହର ପ୍ରଥମ ରାତିରେ ଏହି ମିଥ୍ୟା ପ୍ରକାଶ ପାଇଥିଲା। ଶେଷରେ ବୋହୂ ତାଙ୍କ…

ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୨ ମିନିଟ୍‌ର ଭିଡିଓରେ ମାଙ୍କଡ଼ କୋଚ୍‌ ଭିତରେ ଆରମରେ ଭ୍ରମଣ କରୁଥିବା ଦେଖିବାକୁ…

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ। ତୃତୀୟ ଦିନର ପ୍ରଥମ ସେସନରେ ୪ ଉଇକେଟ ନେଇ ମ୍ୟାଚ୍‌କୁ ଫେରିଛି ନ୍ୟୁଜିଲାଣ୍ଡ। ତୃତୀୟ…

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ। କିନ୍ତୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ କୋହଲିଙ୍କର ଆଇପିଏଲ ସାଥୀ କାଇଲ ଜେମିସନ୍‌ ତାଙ୍କ…

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ ବାଇଙ୍କ ନାତି ସୋସିଆଲ ମିଡିଆରେ ତାଙ୍କ ଜେଜେମା’ଙ୍କ ଭିଡିଓ ଏବଂ ଫଟୋ ଶେୟାର କରିଛନ୍ତି,…

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ ଏବଂ ନାଗା ଚୈତନ୍ୟଙ୍କ ଲଭ୍‌ଷ୍ଟୋରୀ ଠିକ୍‌ ସେଭଳି। ନାଗା ଚୈତନ୍ୟ ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ…

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୭୬ ରନ ସଂଗ୍ରହ କରିଥିଲା। ଟାର୍ଗେଟକୁ ପିଛା…

କେବେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ କହିବେ ବାଏ ବାଏ; ଅଶ୍ୱିନଙ୍କ କଲେ ଖୁଲାସା

ସାଉଥମ୍ପଟନ,୨୦।୬: ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବେ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଡବ୍ଲୁଟିସି ଫାଇନାଲ ଖେଳୁଛନ୍ତି। ଏହି ସମୟରେ ସେ ନିଜ ସନ୍ୟାସ ବିଷୟରେ ଏକ ବଡ ଖୁଲାସା କରିଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଟୁର୍ନାମେଣ୍ଟ ତାଙ୍କୁ ତାଙ୍କ…

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ ବିଜୟଙ୍କ ପରିବାରର ୪ ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ୍‌ ୬…

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ ଦେଇଛନ୍ତି । ସେମାନଙ୍କୁ ନିଜର ପରିଚୟ ଦେଇଛନ୍ତି। ନିଷ୍ପାପ ଶିଶୁ ମୁହଁରେ ହସ ଫୁଟାଇ…

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ ପ୍ରେମରେ ପଡ଼ିଥିଲେ ଉଭୟ। ପରେ କରିଥିଲେ ବିବାହ। ହେଲେ ଏହା ସେତେଟା ସହଜ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri