ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…
ମୁମ୍ବାଇ: ଜୁନ୍ ୨୦ ଅର୍ଥାତ୍ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ ଢଙ୍ଗରେ ପାଳନ କରନ୍ତି ଏବଂ ମନେ ପକାଇଥାନ୍ତି। ଏଥିରୁ ମଧ୍ୟ ବାଦ୍ ପଡ଼ିନାହାନ୍ତି ବଲିଉଡ୍…
ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ
ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ ହାତ ଧରିଛନ୍ତି ସେ। ଶନିବାର ରାତିରେ ପ୍ରିୟଜନଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି। ମହାମାରୀ…
କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି।…
ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ
ଛତ୍ରପୁର,୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ…
ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..
ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ ଶିଶୁ ବୋଲି କହିଛନ୍ତି। ଡାକ୍ତର କହିଛନ୍ତି, ଶିଶୁଟିର ଜନ୍ମ ପରେ ରାଜ୍ୟରେ ଥିବା ସମସ୍ତ…
କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।…
ରୋଜଗାର ଟଙ୍କାରେ ଭଉଣୀକୁ ଶାଢ଼ୀ ଦେଇଥିଲି: ଡ. ତୁଳସୀ ଓଝା
କଟକ ଜିଲା ସିଦ୍ଧେଶ୍ୱରପୁରରେ ମୋ ଜନ୍ମ। ସ୍ଥାନୀୟ ଗୋପାଳ ସ୍ମୃତି ବିଦ୍ୟାପୀଠରୁ ମାଟ୍ରିକ୍ ପାସ୍ କରିବା ପରେ ଶୈଳବାଳା କଲେଜରେ ନାଁ ଲେଖାଇଥିଲି। ସେଠାରୁ ଅର୍ଥନୀତି ସମ୍ମାନରେ ବି.ଏ. ପାସ୍ କରି ରେଭେନ୍ସା କଲେଜରେ ଓଡ଼ିଆରେ ପି.ଜି. କଲି। ତା’ପରେ ଓଡ଼ିଆ…
‘ସେବାରୁ ଆତ୍ମତୃପ୍ତି’
୧୯୯୯ ମସିହା ମହାବାତ୍ୟା ସମୟରେ ସହାୟତାର ହାତ ବଢ଼ାଇଥିଲେ ଦେଶ ବିଦେଶର ବହୁ ସଂସ୍ଥା। ଏଥିରେ ଚେନ୍ନାଇସ୍ଥିତ ଉତ୍କଳ ଆସୋସିଏଶନ ସହ ସତ୍ସଙ୍ଗ ସାମିଲ ହୋଇଥିଲା। ଏହି ରିଲିଫ ଟିମ୍ର ନେତୃତ୍ୱ ନେଇଥିଲେ ଜଣେ ଯୁବ ଇଞ୍ଜିନିୟର। ଭିନ୍ନ ଭିନ୍ନ ସ୍ଥାନରେ…
ବାପାଙ୍କୁ ଚିଠି…
ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ ବାପାଙ୍କୁ ଠିକ୍ ଭାବରେ ବୁଝି ପାରନ୍ତି! କେହି କେହି ବୁଝନ୍ତି ଯେତେବେଳେ ସେ ନିଜେ…
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ ହୋଇଛି।…
କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ
ଅନେକ ସମୟରେ ଛୋଟଛୋଟ କଥାକୁ ନେଇ ବାପା-ପୁଅଙ୍କ ଭିତରେ ମନମତାନ୍ତର ହେଉଥିବାର ଦେଖିବାକୁ ମିଳିଥାଏ। ଏହା ପଛରେ ବି ବାସ୍ତୁଦୋଷ ରହୁଥିବା ଅନୁମାନ କରାଯାଏ। ତେବେ କ’ଣ ସେହି ବାସ୍ତୁଦୋଷ ଆଉ କ’ଣ ରହିଛି ତା’ର ପ୍ରତିକାର ଆସନ୍ତୁ ଜାଣିବା ସେ…
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ରହିଥିଲା। ଏବେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମୟ…
Archives


