Home Left

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ, ପ୍ରତୀକ…

ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ(ସିଏସ୍‌ଇ) ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସ…

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ ଆମଦାନୀ ହୋଇପାରୁନାହିଁ । ସେପଟେ ଏକଚ୍ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ଙ୍କ ପରମାଣୁ ଅସ୍ତ୍ର ପ୍ରସ୍ତୁତି…

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ ଭାଗରେ…

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ଏଥିରେ କଠୋରପନ୍ଥୀ ଛବିର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଇବ୍ରାହିମଙ୍କୁ ରାଷ୍ଟ୍ରପତି ଭାବେ ବିଜେତା…

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା। ଏକ ସମୟ ଥିଲା ଯେତେବେଳେ ଉଭୟଙ୍କୁ ପରସ୍ପରର ଭାଇ କୁହାଯାଉଥିଲା। କିନ୍ତୁ…

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ। ୨୦୦୦ରେ ଚଳଚ୍ଚିତ୍ର ‘କହୋ ନା…

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା…

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ବିମାନଟି ଦିନର ଚତୁର୍ଥ ଉଡ଼ାଣରେ ବାହାରିଥିଲା। ଏହା ଟାନାଇ ଏୟାରଫିଲ୍ଡରୁ ଉଡ଼ାଣ ଭରିବା…

କୋଭିଶିଲ୍ଡ ଦେବାର ୫ ମିନିଟ୍‌ ପରେ କୋଭାକ୍ସିନ

ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍‌ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା ଅଓ୍ବଧପୁର ଗ୍ରାମର ବାସୀନ୍ଦା। ପାଟନାସ୍ଥିତ ବେଲଦାରିଚକ ମିଡ୍‌ଲ ସ୍କୁଲରେ ଚାଲିଥିବା ଟିକାକରଣ କେନ୍ଦ୍ରରେ ତାଙ୍କୁ…

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ବିଶ୍ୱରେ କୋଭିଡ୍‌ ସଂକ୍ରମଣ ପାଇଁ ଚାଇନା ଦାୟୀ। କ୍ଷତିପୂରଣ ବାବଦରେ ବେଜିଂ ୧୦…

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍‌ସିରେ ସାମିଲ କରାଯାଇଛି। ସାଇନ୍ଥିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri