Home Left

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ…

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି ବଲ ଖେଳିବାକୁ ପଡ଼ିଥିଲା। ୩୬ତମ ବଲରେ ନିଲ ଓ୍ବାଗନରଙ୍କୁ ପଏଣ୍ଟ ଅଞ୍ଚଳରେ ଚୌକା ଲଗାଇ…

ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ

ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍‌ଖା ସିଂ। ତାଙ୍କୁ ସମ୍ମାନ ଜଣାଇବା ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଶନିବାର ଠାରୁ ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌…

ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ରୁ ଓଲିଉଡ୍‌ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରିୟଙ୍କା କେବେ ତାଙ୍କ ଫିଲ୍ମ କେବେ ନିଜର ଫଟୋ ସୋସିଆଲ…

ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍‌ ପକାଇଥିଲେ। ଅବଶ୍ୟ ଟସ୍‌ ଜିତିବା ତାଙ୍କ ଭାଗ୍ୟ ନ ଥିଲା। କିନ୍ତୁ କ୍ରିକେଟର ଲମ୍ବା ଫର୍ମାଟରେ ଭାରତୀୟ…

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି ଜିଲାର…

ଏକସଙ୍ଗେ ଦୁଇ ଯୁବତୀଙ୍କୁ କରୁଥିଲେ ପ୍ରେମ,ଗୋଟିଏ ମଣ୍ଡପରେ ହେଲା…

ସାଧାରଣତଃ ଜଣେ ବରକୁ ଜଣେ କନ୍ୟା ବିବାହ କରିଥାନ୍ତି। କିନ୍ତୁ କେବେ ଶୁଣିଛନ୍ତି ମଣ୍ଡପରେ ଜଣେ ବରଙ୍କୁ ଦୁଇ ଜଣ କନ୍ୟା ବିବାହ କରିବା କଥା। ମାତ୍ର ଏମିତି ଘଟଣା ଘଟିଛି ତେଲେଙ୍ଗାନାରେ। ଏଠାକାର ଜଣେ ଯୁବକ ଦୁଇ ଜଣ କନ୍ୟାଙ୍କୁ…

‘ଭାଗ୍‌ ମିଲ୍‌ଖା ଭାଗ୍‌’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍‌’

ବମ୍ବେ: ଭାରତର ମହାନ ଧାବକ ମିଲ୍‌ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା ମିଲ୍‌ଖା ‘ଫ୍ଲାଇଂ ଶିଖ୍‌’ ନାମରେ ଥିଲେ ଖ୍ୟାତ। ତେବେ ପୂର୍ବରୁ ତାଙ୍କ ଉପରେ ନିର୍ମାଣ…

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଗାଁର…

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ ଭାକ୍ସିନ…

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍‌ ଲୋକ ମ୍ୟାଚ୍‌ ଦେଖିବାର…

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ ହେଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri