ଦୁଇ କାର୍ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର
ଦିଗପହଣ୍ଡି,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍ ମଧ୍ୟରେ ଥିବା…
ଭାକ୍ସିନ୍ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍…
ଜେରୁଜେଲମ୍,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍ ପଠାଇବାକୁ ଇସ୍ରାଏଲ୍ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍ କିଛି ଦିନ ପରେ ଏକ୍ସପାୟର ହୋଇଯିବ। ତେଣୁ ଏହାକୁ ନଷ୍ଟ ନ କରି ପଡୋଶୀ ପାଲେଷ୍ଟାଇନ୍ ଦେବା ପାଇଁ…
ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ
ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ ଭୂକମ୍ପ। ଭୂକମ୍ପର କେନ୍ଦ୍ରସ୍ଥଳ ସୋନିତପୁର ଜିଲା ମୁଖ୍ୟାଳୟର ତେଜପୁର ନିକଟସ୍ଥ ୩୦ କିଲୋମିଟର ଦୂରରେ…
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ ରାଜନୈତିକ ପାଳି ଉତ୍ଥାନପତ୍ତନରେ ଭରପୂର। ସେ ନିଜକୁ ବିରୋଧୀ ଦଳର ଏକ ଗମ୍ଭୀର ନେତା…
ବର୍ଷା ଉପରେ କାହିଁକି ରାଗିଲେ ଅନୁଷ୍କା…..
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପାଇଁ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ ଇଂଲଣ୍ଡରେ ଅଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଭାରତ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ହେଉଥିବା…
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍ଟା ଭାରିଆଣ୍ଟ
ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ ଅରିନଗରର ଅନ୍ନା ପ୍ରାଣୀ ଉଦ୍ୟାନରେ ୪ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ସିଂହଙ୍କ ମଧ୍ୟରେ…
ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା
କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା…
ଭାବୁକ ହେଲେ ଫର୍ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’
ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍’। ମହାନ ଧାବକ ପଦ୍ମଶ୍ରୀ ମିଲ୍ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା ଖେଳିଯାଇଛି। ମିଲ୍ଖାଙ୍କ ଦେହାନ୍ତ ଦେଶ ପାଇଁ ଅପୂରଣୀୟ କ୍ଷତି, ସେ ଅନ୍ୟମାନଙ୍କ ପାଇଁ ଚିରଦିନ…
ବଦଳୁଛି ଭୂଭାଗ, ବଢୁଛି ମରୁଭୂମି
ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା ଭଳି ସମସ୍ୟା ଉପରେ ଆଲୋକପାତ କରାଯାଏ। ତେବେ ଏସବୁ ପରିବେଶଗତ ସମସ୍ୟାର ଗୋଟିଏ ଗୋଟିଏ…
ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ
ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍ଡାଉନ ସମୟରେ ବଢ଼ୁଛି କ୍ରାଇମ୍। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ ଶୁକ୍ରବାର…
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି ରହିଛି। ତେବେ ଏବେ କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍କୁ ୧୪ ଲକ୍ଷ…
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ପରିବେଶ…
Archives


