Home Left

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି, ଭୋଇସାହି…

ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍‌ ରୋଲ ନେଉଥିଲେ। ଏଥି ସହିତ, ଚଳଚ୍ଚିତ୍ରରେ ଭିଲେନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଥିଲା।…

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର…

‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…

ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି ଏକ ଫିଲ୍ମ ଥିଲା ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଥ୍ରୀ ଇଡିଅଟ୍ସ’ ଚଳଚ୍ଚିତ୍ର। ଆଜି…

ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା

କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍‌ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ ବ୍ୟବହାର କରାଯାଉଛି। ଏପରି ଅଶୋଭନୀୟ କାର୍ଯ୍ୟ ରୋକିବା ପାଇଁ ଦୃଢ଼ ନିୟମ ପ୍ରଣୟନ ଦାବିରେ…

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ ନିକଟରେ ଥିବା ୟବତମାଲ ଜିଲାର ବଡ଼ ବଡ଼ ପାହାଡ଼ ଦିନେ ସମୁଦ୍ର ତଳେ ଥିବା…

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍‌ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର ପ୍ରିନି୍ସପାଲ…

ହାକୁଟିକୁ ଅଣଦେଖା କରୁଛନ୍ତି କି….

  ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ ଅନେକ ରୋଗର ସଙ୍କେତ ଦେଇଥାଏ। ସେଗୁଡ଼ିକ…

ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀରୁ ବିପୁଳ ବ୍ରାଉନସୁଗାର ଜବତ ହୋଇଛି। ବଡଗଡ ଥାନା ଅନ୍ତର୍ଗତ…

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍‌ଟିଏଫ୍‌ର ଏକ…

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍‌-୧୯ ଟିକାର ଦୁଇଟି ଡୋଜ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ ଉଚ୍ଚ…

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବର ନିଜେ କନ୍ୟାଙ୍କ ଫଟୋ ଉଠାଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri