Home Left

ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା

ଜୁନ୍‌ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଅନ୍‌ଲାଇନ୍‌ରେ ଉଦ୍‌ବୋଧନ ଦେଇ ସାଂଦସମାନଙ୍କୁ ଯୋଗ…

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅଭିଜ୍ଞ ବୀରେନ୍ଦ୍ର ଲାକ୍ରା ଓ ପ୍ରତିଭାସମ୍ପନ୍ନ ଅମିତ ରୋହିଦାସ…

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା ପାଠ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। କରୋନା ଭୂତାଣୁ ଏବେ ବି ଆମ ଭିତରେ ରହିଛି ଏବଂ…

୨୮ ଖାଲି, ଅନେକ ଆଶାୟୀ

ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ ପରଲୋକ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳର କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି। କେତେଜଣ…

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ…

ଭାରତୀୟ ଆଇନକୁ ପାଳନ କର

ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି ନିୟମାବଳୀକୁ ନେଇ କେନ୍ଦ୍ର ସରକାର ଓ ଟୁଇଟର ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଶୁକ୍ରବାର ଉକ୍ତ…

କୁକୁଡ଼ା ଛୁୁଆକୁ ଦେଖି କୁକୁର ଛୁଆର ଏଭଳି ଅବସ୍ଥା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବହୁ କୁକୁଡ଼ା ଛୁଆଙ୍କ ମଝିରେ କୁକୁର ଝୁଆଙ୍କୁ ଦେଖିବାକୁ ମିଳୁଛି।…

ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି ଜରୁରିକାଳୀନ ପରିସ୍ଥିତି ସୃଷ୍ଟି ହେଉଛି। ବିଶେଷଜ୍ଞଙ୍କ ଦ୍ୱାରା ଏହା ମଧ୍ୟ ସତର୍କ କରାଯାଉଛି ଯେ,…

‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’

ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍‌ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍‌ ଅଫିସରଙ୍କ…

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ…

ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ ଯୌତୁକ ପାଇଁ ନିର୍ଯାତନା ଦେଇ ହତ୍ୟା ଓ ମୃତଦେହକୁ ଲୁଚାଇବା ମାମଲା ଚାଲିଛି। ହେଲେ…

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍‌ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri