ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ
ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି ଜରୁରିକାଳୀନ ପରିସ୍ଥିତି ସୃଷ୍ଟି ହେଉଛି। ବିଶେଷଜ୍ଞଙ୍କ ଦ୍ୱାରା ଏହା ମଧ୍ୟ ସତର୍କ କରାଯାଉଛି ଯେ,…
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍ ଅଫିସରଙ୍କ…
ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା
ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ…
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ ଯୌତୁକ ପାଇଁ ନିର୍ଯାତନା ଦେଇ ହତ୍ୟା ଓ ମୃତଦେହକୁ ଲୁଚାଇବା ମାମଲା ଚାଲିଛି। ହେଲେ…
ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍ଗାର ଲୁଙ୍ଗା ଫେସ୍ବୁକ୍ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ…
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ ମେଣ୍ଟ କ୍ଷମତାକୁ ଆସବା ପରେ ସୋନିଆଙ୍କ ସହ ଏହା ହେଉଛି ଷ୍ଟାଲିନଙ୍କ ପ୍ରଥମ ଭେଟ।…
ଏନ୍କାଉଣ୍ଟରରେ ମହିଳା ମାଓବାଦୀ ନିହତ
ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍ମା ଜିଲା…
ଭାଜପା ଟାର୍ଗେଟରେ ମୁକୁଲ
କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ ବାଚସ୍ପତି ବିମନ ବାନାର୍ଜୀଙ୍କୁ ନିବେଦନ କରିଛି ଭାଜପା। କ୍ରିଷ୍ଣନଗର ଉତ୍ତର ବିଧାନସଭା ନିର୍ବାଚନ ମଣ୍ଡଳିରୁ…
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ ଯୁବତୀଙ୍କୁ…
ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ
ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର…
ଆଇପିଏଲ ପାଇଁ ଖୁସି ଖବର
ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସିପିଏଲକୁ ଧାର୍ଯ୍ୟ…
୨୦୧୧ ବିଶ୍ୱକପ୍ ହିରୋଙ୍କ ସନ୍ୟାସ
ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼ ସ୍କୋରର ପିଛା କରୁଥିବା ଆୟର୍ଲାଣ୍ଡ ୧୧୧ ରନ୍ରେ ୫ ଉଇକେଟ ହରାଇ ନିଶ୍ଚିତ ପରାଜୟ…
Archives


