ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ
ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି କୁର୍ମି ଦଳ ଛାଡିବାକୁ ଘୋଷଣା କରିଛନ୍ତି। ଦଳ ଛାଡିବା ପରେ ସେ ଅଭିଯୋଗ କରିଛନ୍ତି…
କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟ…
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ ଗୁଜରାଟରୁ…
୫୩ ବଲ୍ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍
ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା ବେଳେ ସେ ୫୩ ବଲରେ ଶତକ ପୂରଣ କରିଥିଲେ। ତାଙ୍କର ଅପରାଜିତ ଶତକ ଯୋଗୁ…
୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା
ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬୨,୪୮୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୫୮୭ ଜଣଙ୍କର…
ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍ ପଡିଲେ
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ। ଉଭୟ ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନଙ୍କୁ ଦଳରେ ସୁଯୋଗ ମିଳିଛି। ଅନ୍ୟପକ୍ଷରେ, ଇଂଲଣ୍ଡରେ…
ରାତିଅଧରେ କରନ୍ ଜୋହରଙ୍କ ରୁମ୍କୁ ଯାଇଥିଲେ ଫରାହ ଖାନ୍; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…
ବମ୍ବେ: ବଲିଉଡ୍ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି ସେ। କର୍ମଜୀବନକୁ ଛାଡ଼ିଦେଲେ ବ୍ୟକ୍ତିଗତ ଜୀବନରେ ଫରାହ ଅନେକ ସେଲିବ୍ରିଟିଙ୍କ…
୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ
ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା ଓ ବନ୍ୟା ମୁକାବିଲା କରିବାକୁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ପାଣିପାଗ ବିଭାଗ ସଦାସର୍ବଦା…
ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍ପିସିବି ପକ୍ଷରୁ ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର…
ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍
ଜଗତ୍ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ…
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍ରେ ଏହାକୁ ଉଦ୍ଘାଟନ କରିଛନ୍ତି।…
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ…
Archives


