ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି ରହିଲେ,…
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କ୍…
ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କଲା ଏଚ୍ସିଏ ଆପେକ୍ସ କାଉନ୍ସିଲ
ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)ର ଆପେକ୍ସ କାଉନ୍ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କରିଛି। ସେ କ୍ରିକେଟ ଆସୋସିଏଶନର ସମ୍ବିଧାନ ଉଲ୍ଲଂଘନ କରିଛନ୍ତି। ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ…
ମିଳିଲା ତୃତୀୟ ବୃହତ୍ ହୀରା
ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି। ରାଷ୍ଟ୍ରପତି…
ଛେଳିର ଅନ୍ତ୍ୟେଷ୍ଟିକ୍ରିୟା
ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ ମିଳିଛି। ପୁଅ ଭଳି ପାଳି ଆସିଥିବା ଖାସି ଛେଳି ‘ମାତାଲ’ର ମୃତ୍ୟୁରେ ମ୍ରିୟମାଣ ହେବା…
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ ହୁଳହୁଳିରେ ଉଛୁଳି ପଡିଥିଲା ଶୈବପୀଠ। ପାରମ୍ପରିକ ରୀତିନୀତି ଅନୁସାରେ ଗୋଧୂଳି ଲଗ୍ନରେ ଦେବଦମ୍ପତି ସ୍ବମନ୍ଦିର…
କାର୍ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍
ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି ଟଙ୍କା ହେବ। ଟିପ୍ ଅପ୍ ପାଇବା ପରେ ଇମ୍ଫାଲରେ କାରକୁ ଅଟକାଇଥିଲେ ରାଜସ୍ବ ବିଭାଗର…
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ ହୋଇଯାଇଛି ଭାରତୀୟ ଦଳ। ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି ଉଭୟ ରବୀନ୍ଦ୍ର ଜାଡେଜା ଓ…
କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ…
ଟିମ୍ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆକୁ ବଡ଼ ପରାମର୍ଶ ଦେଇଛନ୍ତି ବିସିସିଆଇ ସଭାପତି ତଥା…
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ…
Archives


