ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
ଗାର୍ବୋନ୍,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି। ହୀରା ଖନନକାରୀ କମ୍ପାନୀ ଦେବସ୍ବାନାର ପରିଚାଳନା ନିର୍ଦ୍ଦେଶକ ଲାୟନଟି ଆର୍ମଷ୍ଟ୍ରଙ୍ଗ୍ ଏହାକୁ ରାଷ୍ଟ୍ରପତିଙ୍କୁ ପ୍ରଦାନ…
କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍’
ବମ୍ବେ: ବଲିଉଡ୍ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା ଅଲୀ ଖାନଙ୍କ ସହ ଅଧିକାଂଶ ସମୟରେ ନଜର ଆସୁଛନ୍ତି। ଫିଲ୍ମଜଗତର ଲଳନାମାନଙ୍କ ମଧ୍ୟରେ ସେ…
ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍, ପଠାଇଥିଲେ ଏମିତି ମେସେଜ
ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍କୁ ବୋରିସ୍ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍ କମିଙ୍ଗ୍ସ ଲିକ୍ କରିଦେଇଛନ୍ତି। ଏହି ଚାଟ୍ରେ ବୋରିସ୍ ସ୍ବାସ୍ଥ୍ୟ ସଚିବ ମ୍ୟାଟ୍ ହାନକକ୍ଙ୍କ ବିଷୟରେ କରିଥିବା…
ଘର ବାହୁଡ଼ା ପରେ ହଟିଲା ଜେଡ୍ ସିକ୍ୟୁରିଟି
କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର ବାହୁଡ଼ା ହୋଇଛି। ଅର୍ଥାତ୍ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମ୍ସିର ବିଜୟ ହାସଲ ପରେ ମୁକୁଲ…
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ
ସୋର,୧୭ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୧୦ ଜଣ ଆହତ ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର ଅକ୍ଷୟ…
ପୁଣି ଟପ୍ଲେସ୍ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ
ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍ ବୋଲ୍ଡ ମଧ୍ୟ। ଏବେ ସେ ନିଜର ଏକ ଫଟୋକୁ ନେଇ ଚର୍ଚ୍ଚାରେ। କାରଣ ଫଟୋରେ…
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା
ଗଞ୍ଜାମ,୧୭।୬(ଡି.ଏନ୍.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍ଏସି ଇଓ ପୋତାଗଡ଼ ପରିଦର୍ଶନ କରିଥିବା ଜଣାପଡ଼ିଛି। କରୋନା ପାଇଁ ପୋତାଗଡ଼ ପୁନଃଉଦ୍ଧାର କାର୍ଯ୍ୟ ବନ୍ଦ…
ସ୍କେଟିଂରେ ସଚେତନତା
ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧ ବର୍ଷର ବାଳିକା ଶ୍ରୀଗୁପ୍ତା। ଏଇ ବୟସରେ ସେ ଶାଢ଼ି ପିନ୍ଧି ଗାଁର ଗଳିକନ୍ଦି ରାସ୍ତାରେ…
୫ ଦେଶକୁ ଛୁଇଁନି କରୋନା
ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ ପ୍ରଭାବିତ ହୋଇଛନ୍ତି ଅଧିକାଂଶ ଦେଶ। ଆମେରିକା, ୟୁକେ ଭଳି ସୁଦୃଢ଼ ସ୍ବାସ୍ଥ୍ୟ ଭିତ୍ତିଭୂମି ଥିବା…
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣକୁ ପ୍ରାଧାନ୍ୟ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ…
ସ୍ବମନ୍ଦିର ଫେରିଲେ ଦେବଦମ୍ପତି
ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ ମନ୍ଦିରରେ ଆଳତି ଅବକାଶ ସରିବା ପରେ କେଦାରଗୌରୀ ମନ୍ଦିରରେ ଶ୍ରୀଲିଙ୍ଗରାଜଙ୍କ ଆଳତି ଅବକାଶ କରାଯାଇଥିଲା।…
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ ଏକ୍ମୋ…
Archives


