Home Left

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ ତାଙ୍କ ପ୍ରେମିକ ରଣବୀର କପୁରଙ୍କୁ ନେଇ ହେଉ କିମ୍ବା ନିଜର ଫଟୋ ଏବଂ ଫିଲ୍ମକୁ…

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ ବଜାର…

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ରାଜକୋଷ ଉପରେ ଅତିରିକ୍ତ ୧୪,୭୭୫ କୋଟି ଟଙ୍କାର ବୋଝ…

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ…

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ…

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ ଅଭିନେତ୍ରୀ ଯିଏ କି ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ବୃତ୍ତିଗତ ଜୀବନରେ ସନ୍ତୁଳନ ରକ୍ଷା…

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ…

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍‌…

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା କରାଯାଇଛି। ବେବିନାଙ୍କ ହତ୍ୟା ପରୀ ହତ୍ୟାକାଣ୍ଡକୁ ମନେ ପକାଇ ଦେଇଛି। ଏହି ଘଟଣାରେ ପୋଲିସ…

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ ସହ ଗୋଟିଏ ଫିଲ୍ମରେ ବି କାମ କରିନାହିନ୍ତି। ସେ ହେଲେ ମାଧୁରୀ ଦିକ୍ଷୀତ। ଆଶ୍ଚର୍ଯ୍ୟ…

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍‌ ପୂର୍ବରୁ ଏକ…

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ କମିଯିବା, ଛାତି ବଥା, କାଶ, ଧଇଁସଇଁ ଲାଗିବା, ପେଟ କାଟିବା, ମୁଣ୍ଡ ବିନ୍ଧିବା, ଚିଡ଼ିଚିଡ଼ା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri