ରୋନାଲ୍ଡୋଙ୍କ ରେକର୍ଡ
ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ୩-୦ ଗୋଲ ବୃହତ୍ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍ରେ ପେନାଲ୍ଟି ଜରିଆରେ…
‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ ଟାଓ୍ବାରରେ ଚଢ଼ିଥିବା ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମର ଉଦ୍ଧବ ପଟେଲଙ୍କ ପୁଅ କ୍ରିଷ୍ଣା…
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ କର୍ତ୍ତୃପକ୍ଷ। ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଙ୍ଗନା। ଜଷ୍ଟିସ ପିବି ଭାରାଲେ ଓ…
ମୁଁ ସିଂହର ପୁଅ: ଚିରାଗ
ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର ଗଣମାଧ୍ୟମ ଆଗରେ ଏଭଳି ଦାବି କରିଛନ୍ତି ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ର ନେତା ଚିରାଗ ପାଶ୍ୱାନ।…
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ ଘଟିଛି ଏଭଳି ବର୍ବର କାଣ୍ଡ। ଏହି ଘଟଣାରେ ବୃଦ୍ଧାଙ୍କ ପଡୋଶୀଙ୍କୁ ଗିରଫ କରିଛି ପୋଲିସ।…
ବରଗଡ଼ କୋଭିଡ୍ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
ବରଗଡ଼ ଅଫିସ୍,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ…
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟରେ ଦୋଷୀଙ୍କୁ ଦଣ୍ଡ ଦେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା…
‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ
ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ ସମେତ ୮ ଜଣଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର ମାମଲା ଦାୟର କରିଛି ଗାଜିଆବାଦ…
ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି
ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ ଧରିବାରେ ସଫଳ ହୋଇଛି ପୋଲିସ। दिल्ली के सुल्तानपुरी में एक…
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ ପୋଲିସ…
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍ ଷ୍ଟାର ଶାହିନ ଶାହ ଆଫ୍ରିଦୀ…
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍ ଆକ୍ରାନ୍ତ’
ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ ଏସ୍ବି…
Archives


