Home Left

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍‌ ଷ୍ଟାର ଶାହିନ ଶାହ ଆଫ୍ରିଦୀ…

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ ଏସ୍‌ବି…

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର ଚତୁର୍ଥ…

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା ନେଉନି। ଇତିମଧ୍ୟରେ ଦିଲ୍ଲୀରୁ ଏକ ବଡ ଖବର ସାମ୍ନାକୁ ଆସିଛି। ରାଜସ୍ଥାନ କଂଗ୍ରେସ ଉପରେ…

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି ଦିନରୁ ଆଜମଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା…

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଏହି କଥା କହିଛନ୍ତି। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମୟରେ ବାଇଡେନ ରୁଷିଆର…

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା ପ୍ରାୟ ୧୨ ଜଣ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି…

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା ମୁତାବକ ମହାରାଷ୍ଟ୍ରରେ ରହୁଥିବା ୨୧ବର୍ଷୀୟ ମୟୁର ନାମକ ଜଣେ ଭାରତୀୟ ଡେଭଲପର ଫେସ୍‌ବୁକର ପ୍ଲାଟଫର୍ମ…

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା କରିବାକୁ ଅଣ୍ଟା ଭିଡ଼ିଛନ୍ତି ଜାହ୍ନବୀ। ସେ ଲଗାତର ପ୍ରଶଂସକଙ୍କ ସହ ଯୋଡ଼ି ହୋଇରହିବାକୁ ସୋସିଆଲ…

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଜୁନ ୧ରୁ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଯୋଗୀ ସରକାର…

ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜରିନ୍‌ ଖାନ୍‌ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ କହି ସାରିଛନ୍ତି। କେବଳ ଏତିକି ନୁହେଁ, ଜରିନ୍‌ଙ୍କୁ ଡେବ୍ୟୁ ଫିଲ୍ମ ପରେ ମଧ୍ୟ ଲଜ୍ଜାର…

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍‌ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍‌ଷ୍ଟାଗ୍ରାମ ବିରୋଧରେ ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri