Home Left

‘ଦେଶ ପ୍ରଗତିର ପ୍ରତିବନ୍ଧକ ଦୁର୍ନୀତି’

ନବରଙ୍ଗପୁର, (ବି.ପ୍ର.)/ରାୟଗଡ଼ା ଅଫିସ, ୨୭।୧୦:ଦେଶର ଆର୍ଥିକ ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତିର ମୂଳପ୍ଲାଟନ ନିମନ୍ତେ ସମସ୍ତ ଅଂଶୀଦାର ହେବା ଜରୁରୀ। ପ୍ରତ୍ୟେକ ନାଗରିକ ସବୁ ସମୟରେ ସତର୍କତା, ସାଧୁତା ଓ ସତ୍ୟନିଷ୍ଠାରେ…

ଭିତରକନିକାରେ ଲାଗିଲା କ୍ୟାମେରା

ରାଜନଗର, ୨୭।୧୦(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ କ୍ୟାମେରା ଟ୍ରାପ ମାଧ୍ୟମରେ ବନ୍ୟଜନ୍ତୁମାନଙ୍କର ଗତିବିଧି ନିରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ରାଜନଗର ରେଞ୍ଜର ଘଞ୍ଚ ଜଙ୍ଗଲ ମଧ୍ୟରେ କ୍ୟାମେରା ଖଞ୍ଜା ଯାଇଛି। ବନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ତାଲିମ ଦିଆଯାଉଛି।…

୩୩ ମାଛର ଦାମ୍‌ ୧ କୋଟି

ଭୋଗରାଇ, ୨୭।୧୦(ଡି.ଏନ.ଏ.): ୩୩ଟି ମାଛର ଦାମ୍‌ ୧ କୋଟି ଟଙ୍କା। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ମାଛଗୁଡ଼ିକୁ ବଙ୍ଗୋପସାଗର ପଶ୍ଚିମବଙ୍ଗ ଦୀଘା ଉପକୂଳରୁ ଧରାଯାଇ ଟ୍ରଲର ଯୋଗେ ଦୀଘା ମାଛ ମାର୍କେଟ୍‌କୁ ଅଣାଯାଇ ବିକ୍ରି କରାଯାଇଛି। କୋଲକାତା…

ଅଲିଭ୍‌ ରିଡ୍‌ଲେ ପ୍ରଜନନ: ୧ରୁ କଟକଣା

ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ ୨୦୨୨ ମେ’ ୩୧ ପର୍ଯ୍ୟନ୍ତ କଟକଣା ଲାଗିବ। ଧାମରା, ଦେବୀ ଓ ଋଷିକୁଲ୍ୟା ନଦୀ…

ରାଗରେ ଏହି ଅଭିନେତ୍ରୀଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଇଶା, ଆଉ ତା’ ପରେ

ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ସାଧାରଣ କଥା। ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଛୋଟଛୋଟ ମନୋମାଳିନ୍ୟ ଲାଗି ଚର୍ଚ୍ଚାକୁ ଆସିଥାନ୍ତି। ଏହି କାରଣରୁ, ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ପରସ୍ପର ସହ କାମ କରିବା ଠାରୁ ଦୂରେଇ ରହିଛନ୍ତି। କିନ୍ତୁ…

୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ ଦେଖିଲେ…

ଫିଲ୍ମ ‘ତଡପ’ର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀଙ୍କ ପୁଅ ଆହାନ ଶେଟ୍ଟୀଙ୍କ ଡେବ୍ୟୁ ଫିଲ୍ମ ‘ତଡପ’ର ଟିଜର ରିଲିଜ୍‌ ହୋଇଯାଇଛି । ତରଣ ଆଦର୍ଶ ଫିଲ୍ମର ଟିଜର ସେୟାର କରିବା ସହିତ ଲେଖିଛନ୍ତି ଯେ, ଆହାନ ଶେଟ୍ଟୀ ଏବଂ ତାରା ସୁତାରିଆଙ୍କ ଅଭିନୀତ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂଶୋଧନ ସଂରକ୍ଷଣ ଚିଠା

କେନ୍ଦ୍ରାପଡ଼ା ଅଫିସ, ୨୭।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସଂଶୋଧନ ସ୍ଥାନ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଜିଲାପାଳ ଅମୃତ ଋତୁରାଜ କେନ୍ଦ୍ରାପଡ଼ା ଜିଲାର ୩୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସମିତି…

ଏଥର ତଦନ୍ତ, ନିଷ୍ପତ୍ତି ନେବ ଟିଏସି

ଯାଜପୁର ଅଫିସ,୨୭।୧୦:ଫସଲ ଉଜୁଡ଼ିଲେ ଚାଷୀ ଆଖିରୁ ଲୁହଝରେ। ଋଣ ଶୁଝି ନ ପାରି ସେ ଆମତ୍ହତ୍ୟା ଭଳି ପନ୍ଥା ଆପଣାଇବାକୁ ବାଧ୍ୟ ହୁଏ। ଚାଷ ପାଇଁ ଆବଶ୍ୟକ ହୁଏ ପାଣି । ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ…

ନୂଆ ରୂପ ନେବ ୬ ମାଛ ମାର୍କେଟ

ଭୁବନେଶ୍ୱର,୨୭ ।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ୬ ମାଛ ମାର୍କେଟ ନୂଆ ରୂପ ନେବ। ସେଠାରେ ବ୍ୟାପକ ଉନ୍ନତୀକରଣ କରାଯିବା ସହ ଅତ୍ୟାଧୁନିକ କୋଠା ନିର୍ମାଣ କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରକ୍ରିୟା ଆରମ୍ଭ କରିଛି। ବିଏମ୍‌ସି…

୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା

ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ ଭାଙ୍ଗି ସାନି ନୂଆ ୪ଟି ୱାର୍ଡ ଗଠନ ପାଇଁ ଯୋଜନା ହେଉଛି। ପୁରୀ ସହରର…

କଟକ-ଭୁବନେଶ୍ୱର ରୋଡର ୩ ବାର୍‌ ସିଲ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଉଚ୍ଚ ବାଦ୍ୟଯନ୍ତ୍ର ଓ ନାଚଗୀତର ଆସର ପାଇଁ ଲାଇସେନ୍ସ ନ ଥାଇ ମଧ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲୁଥିଲା ବାର୍‌। ରଙ୍ଗିନ୍‌ ହେଉଥିଲା ରାତି। ଖୋଲାଖୋଲି ନିୟମର ଉଲ୍ଲଂଘନ କରାଯାଉଥିଲା। ଏଭଳି ଅଭିଯୋଗ ପାଇବା ପରେ ମଙ୍ଗଳବାର କଟକର ଫ୍ଲାଇଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?