Home Left

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା ବ୍ଲକ୍‌ ଦଲ୍‌କି ପଞ୍ଚାୟତ କୁରେବଗା ଗ୍ରାମର ମହିଳା ଏକାଠି ହୋଇଛନ୍ତି। କମ୍ପାନୀ କର୍ତ୍ତୃପକ୍ଷ ଏ…

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ…

ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି। ୨୦୨୨ ଫେବୃୟାରୀରେ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହା…

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ…

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ ଘରେ ପଶି ତିନିଜଣଙ୍କୁ ବନ୍ଧକ ରଖି ଆତଙ୍କରାଜ ଚଳାଇଥିଲେ। ଏହାପରେ ଏସ୍‌ପି ନୀତିନ କୁଶଲକରଙ୍କ…

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା ରେହମାନ ମନେପକାଇ ହସନ୍ତି। ଏକ ସାକ୍ଷାତକାରରେ ସେ ଅମିତାଭ ବଚ୍ଚନଙ୍କ ସହ ଶୁଟିଂର ଏକ…

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ, ଟେଷ୍ଟିଂ…

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଏଲ୍‌ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ ପାଶ୍ୱାନଙ୍କ…

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ। ଗାଜିଆବାଦର ଲୋନି ଅଞ୍ଚଳରେ ଗତ…

‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’

ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ଏଥିନେଇ ଭାଜପା ପ୍ରତିବଦ୍ଧ। ମଙ୍ଗଳବାର ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ…

ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା

ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି ଦେଇଥିଲେ। ପରିବାର ସହ ଘର ଛାଡ଼ି ଚାଲିଯାଅ ନହେଲେ ପରିମାଣ ଭୟାବହ ହେବ ବୋଲି…

ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ

ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର ଜଣେ ବନ୍ଧୁ ଆଶିକ ସାଜିଦ ହୁସେନଙ୍କୁ ନାର୍କୋଟିକ ଡ୍ରଗ୍ସ ଓ ସାଇକୋଟ୍ରୋପିକ୍‌ ମାମଲାରେ ମୁମ୍ବାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri