ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ ସ୍ପିନର ଭାବେ ଗଣାଯାଉଥିବା ଅଶ୍ୱିନ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଏକଦା ବ୍ୟାନ ହୋଇଥାନ୍ତେ।…
ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’
ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍-ହ୍ବାଟ୍ ଲାଇଫ୍ ଆଣ୍ଡ କ୍ରିକେଟ ଟଟ୍ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ। ନିଜ ଆତ୍ମଜୀବନୀରେ ରାଇନା ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ନେଇ କିଛି କଥା ଶେୟାର…
ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର
ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍…
ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’
ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍ ବୋଲର୍ ଅନ୍ୟତମ। ଏହାଛଡ଼ା ଦ୍ରୁତ ବୋଲର୍ ନବୀନ-ଉଲ୍-ହକ ମଧ୍ୟ ଆଫଗାନିସ୍ତାନର ଜଣେ ଉଦୀୟମାନ ଖେଳାଳି। ସେ…
ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍ ଇଣ୍ଡିଆ କ୍ୟାପ୍ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…
ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଏକ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ଶିଖର ଧାଓ୍ବନଙ୍କ…
ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…
ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ ତାଙ୍କ ସମର୍ଥକମାନେ ପାଟନା ସ୍ଥିତ ଏଲ୍ଜେପି କାର୍ଯ୍ୟାଳୟରେ ହଙ୍ଗାମା କରିଥିବା ଜଣାପଡ଼ିଛି। ଅନ୍ୟପଟେ ଏହି…
ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା
ବମ୍ବେ: ନବେ ଦଶକରେ ବଲିଉଡ୍ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍’, ‘ଖଳନାୟକ’ ଭଳି ଚଳଚ୍ଚିତ୍ରରେ କାମ କରିବା ପରେ ଉଭୟ ଉଭୟଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ଜୋର…
ଏଲ୍ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର
ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ ହୋଇଯାଇଛନ୍ତି। ଏଭଳି ସ୍ଥିତିରେ ଏବେ ବିରୋଧୀ ଦଳ ଚିରାଗଙ୍କୁ ଅଫର ଦେବାକୁ ଆରମ୍ଭ କରିଥିବା…
ଭୟଭୀତ କରାଉଛି କରୋନା: ରେଡ ଜୋନ୍ରେ ୧୬ଗାଁ, ୬ଓ୍ବାର୍ଡ
ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା…
୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…
କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ ଆହତ…
ଲିପ୍ଷ୍ଟିକ୍ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ
ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ ଏବଂ ଆଲିଆ ବଦ୍ରିନାଥ କି ଦୁଲହନିଆ, ହମ୍ପ୍ଟି ଶର୍ମା କି ଦୁଲହନିଆ, କଳଙ୍କ ଭଳି…
ବିଏସ୍ପିର ୯ ବିଦ୍ରୋହୀ ବିଧାୟକ ଏସ୍ପିରେ ହୋଇପାରନ୍ତି ସାମିଲ
ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ କାଦୁଅ ଫିଙ୍ଗାଫିଙ୍ଗି ସହ ଦଳ ପରିବର୍ତ୍ତନ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ବହୁଜନ…
Archives


