ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ
ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ ଅଧିକ ଉପକୃତ ହୋଇପାରିବେ ଜାଣି ରଖନ୍ତୁ ଟିପ୍ସ… ନଡ଼ିଆତେଲ ତ୍ୱଚାକୁ ପ୍ରାକୃତିକ ଉପାୟରେ ମଶ୍ଚରାଇଜ୍…
ଦିନେ ରାସ୍ତାରେ ଭୋକିଲା ବୁଲୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
କେନିଆର ପୂର୍ବତନ ଅଧିନାୟକ ମରିସ ଓଡୁମ୍ବେ ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। କେନିଆର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଓଡୁମ୍ବେ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ୧୯୯୬ ବିଶ୍ୱକପ୍ରେ କେନିଆ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଏକ ବଡ଼ ଓଲଟପାଲଟ କରିଥିଲା। କେନିଆ ୱେଷ୍ଟଇଣ୍ଡିଜକୁ…
ଡବ୍ଲୁଟିସି ଫାଇନାଲ୍ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍ ରାଶି ଠାରୁ ବି କମ୍
ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ ରନର୍ ଅପ ୫.୮୫ କୋଟି ଟଙ୍କା ପାଇବ। ସବୁଠୁ ରୋଚକ କଥା ହେଉଛି ଡବ୍ଲୁଟିସି…
କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ
ସଜନାଗଡ,୧୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରିରୁ ପାଞ୍ଚ କି.ମି. ଦୂର ସଜନାଗଡ ଗ୍ରାମରେ ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ ପୀଠରେ ରଜ ସଂକ୍ରାନ୍ତିରେ ନିଆଁପାଟ ଓ ଉଡାପର୍ବ ପାଳିତ ହୋଇଥାଏ। ହଜାର ହଜାର ଭକ୍ତଙ୍କର…
ହଠାତ୍ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…
ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ…
ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍ ଶୁଭମନ ଗିଲ୍: ମିଳିଲା ରୋଚକ ଉତ୍ତର
ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି ଯେ…
ମେକ୍ସିକାନ୍ ଫ୍ରାଏଡ୍ ରାଇସ୍
ଆବଶ୍ୟକ ସାମଗ୍ରୀ: ୨ କପ୍ ଭାତ, ୧/୪ କପ୍ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍ମା, ଗୋଟିଏ କଟା ପିଆଜ, ଛୋଟ ଛୋଟ କଟା ଯାଇଥିବା ଗୋଟିଏ ଗାଜର, କ୍ୟାପ୍ସିକମ୍, କଟା ଟମାଟୋ ୧/୨ କପ୍,…
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି ଏଣୁ ତେଣୁ ଖାଦ୍ୟଠାରୁ ଆରମ୍ଭ କରି ବିଭିନ୍ନ ଔଷଧ ଖାଇବାକୁ ବି ପଛାଇ ନ…
ଫିକା ଫିକା ରଜ
ବାହାଘର ପରେ ପ୍ରଥମ ରଜ। ନୂଆ ପିନ୍ଧିବା, ସ୍ବାମୀଙ୍କ ସହ ବୁଲିଯିବା ଆଉ ବାପଘରେ ଯାଇ ପୁରୁଣାଦିନର ରଜ ଅନୁଭୂତିକୁ ସାଉଁଟିବାକୁ ନେଇ କେତେ କେତେ ସ୍ବପ୍ନ। ହେଲେ କୋଭିଡ କଟକଣା ଭିତରେ ଏସବୁ ପ୍ଲାନିଂ ପଡ଼ିଯାଇଛି ଫିକା। ଏମିତିରେ ଶାଶୁଘରେ…
ମିଷ୍ଟର ଡିପେଣ୍ଡବୁଲ୍ ଟିମ୍ ଇଣ୍ଟିଆ କୋଚ୍: ସୂଚନା ଦେଲେ ଗାଙ୍ଗୁଲୀ…
କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ ପାଇଁ…
ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର
ଓ୍ବାଶିଂଟନ୍,୧୫।୬: ଡୁଡଲ ଫର୍ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ ସୁନ୍ଦର ପିଚାଇ ଘୋଷଣା କରିଛନ୍ତି। ଏହି ଡୁଡଲ ବିଷୟରେ ବ୍ଲଗ୍ ପୋଷ୍ଟରେ ମଧ୍ୟ କୁହାଯାଇଥିବା…
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ
ଭାରତୀୟ ଓପନର୍ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ ରିତିକା ଷ୍ଟାଡିୟମରେ ବିବ୍ରତ ଦେଖାଯାନ୍ତି। ରୋହିତ ଏବଂ ରିତିକା ଦୀର୍ଘ ସମୟ ଧରି ପରସ୍ପରକୁ…
Archives


