Home Left

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ…

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ ଘୋଷଣା ଅନୁଯାୟୀ ନିୟମିତ ଅଧିନାୟକ କେନ ୱିଲିୟମସନ ଦଳକୁ ଫେରିଛନ୍ତି। ଅସୁସ୍ଥତା ହେତୁ ସେ…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି ୪୨…

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅମ୍ଳଜାନ…

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩…

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ ପ୍ରିୟଜନମାନେ ତାଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି। କାରଣ ସେମାନେ ଦାବି କରିଛନ୍ତି ଜିଓନା ଏବେ…

ରାଜପଥରେ ଓଲଟିଲା କାର

ରୂପସା,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର ଓ ମାଲିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।…

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର କିଛିମାସ ତଳେ ଆଇଏସ୍‌ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଥିଲା। ମାତ୍ର ସମ୍ପ୍ରତି ଏହି…

ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍‌ଟାଲି

ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍‌ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି ସୋମବାର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ ଗୋଟିଏ ବର୍ଷରେ ୧୦୦ ଦିନର କାମ ଯୋଗାଇଦେବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକାରୀ ହେଉଛି। ତେବେ…

ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ

ଚେନ୍ନାଇ, ୧୫।୬(ଆଇଏଏନ୍‌ଏସ୍‌): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍‌କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍‌କେର ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି।…

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri