ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍ଟାଲି
ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି ସୋମବାର…
ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ ଆତ୍ମସାତ୍ ମସୁଧା
ବ୍ରହ୍ମଗିରି,୧୫।୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ଅର୍ଥ ଆତ୍ମସାତ୍ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ ଗୋଟିଏ ବର୍ଷରେ ୧୦୦ ଦିନର କାମ ଯୋଗାଇଦେବାକୁ ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟକାରୀ ହେଉଛି। ତେବେ…
ଏଆଇଏଡିଏମ୍କେରୁ ୧୭ ନେତା ବହିଷ୍କୃତ
ଚେନ୍ନାଇ, ୧୫।୬(ଆଇଏଏନ୍ଏସ୍): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍କେର ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି।…
ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ
ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ ଏହି…
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ ପାଲଟିଛି ବାପଛେଉଣ୍ଡ। ଅନ୍ୟ କେଉଁଠି ମା’ ବାପା ଦୁଇ ଜଣଙ୍କୁ ହରାଇ ପିଲାମାନେ…
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ ହୋଇଛି।…
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝରର…
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ…
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର…
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ…
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର ପାହାଡ଼…
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ…
Archives


