Home Left

ଚେତାବନୀ ଦେଲା ଅଫଗାନିସ୍ତାନ

ଶାରଜା,୨୬।୧୦: ଟି-୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଏବଂ ସ୍କଟଲ୍ୟାଣ୍ଡ ଭଳି ଦେଶକୁ ଅନେକ ଲୋକ ଭାବନ୍ତି ଯେ ଏହି ଦୁଇଜଣ ଛୋଟ ଏବଂ ଦୁର୍ବଳ ଦଳ। କିନ୍ତୁ ଉଭୟ ଦଳ ଚଳିତ ବିଶ୍ୱକପ୍‌ରେ ଏହି ୨ ଦିନ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଆଫଗାନିସ୍ତାନ…

ପରିବର୍ତ୍ତନର ଅଗ୍ରଦୂତ ସାଜନ୍ତୁ ଯୁବପିଢ଼ି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନ୍‌ଏଫ୍‌) ୨ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଛାତ୍ରବୃତ୍ତିଧାରୀ ତଥା ଯୁବପିଢ଼ିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ…

ପଞ୍ଚାୟତ ନିର୍ବାଚନ ଲାଗି ଆଜି ପ୍ରକାଶ ପାଇବ ଚୂଡାନ୍ତ ତାଲିକା

ଭୁବନେଶ୍ବର,୨୬।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ମଙ୍ଗଳବାର ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଆଜି ପ୍ରକାଶ ପାଇବ । ୯୨ ହଜାର ୱାର୍ଡ ମେମ୍ବର,…

ଡିଜିଟାଲ କ୍ଷେତ୍ରରେ ଦକ୍ଷ ହେବେ ଛାତ୍ରୀଛାତ୍ର, ଶିକ୍ଷକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷାଲାଭ କରୁଥିବା ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଏକବିଂଶ ଶତାବ୍ଦୀର ଟେକ୍ନୋଲୋଜି ଏବଂ ପଠନଶୈଳୀ ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ ପାଇଁ ସୋମବାର ‘କ୍ୱେଷ୍ଟ ଆଲିଆନ୍ସ’ ଏବଂ ‘ମୋ ସ୍କୁଲ୍‌ ଅଭିଯାନ’ ମଧ୍ୟରେ ଏକ…

ଭାରତ ପାଇଁ ସହଜ ନୁହେଁ ସେମିଫାଇନାଲ ରାସ୍ତା: ଜାଣନ୍ତୁ କ’ଣ ରହିଛି ସମୀକରଣ

ଦୁବାଇ,୨୬।୧୦: ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ଚିନ୍ତାରେ ପଡିଯାଇଛି। ଏହି ପରାଜୟ କେବଳ ଟିମ ଇଣ୍ଡିଆର ମନୋବଳକୁ ପ୍ରଭାବିତ କରିବ ନାହିଁ, ବରଂ ସେମିଫାଇନାଲରେ ପହଞ୍ଚିବା ପାଇଁ ଦଳକୁ ବହୁ କଷ୍ଟ…

ଅଭିନୟରେ ବିବାହ ପ୍ରତିବନ୍ଧକ ନୁହେଁ

ପ୍ରଶ୍ନ- ଅଭିନୟର ପ୍ରଥମ ସୁଯୋଗ କେମିତି ମିଳିଥିଲା? ଉତ୍ତର- ମୋ ମା’ ସଞ୍ଜୁକ୍ତା କର ଜଣେ ଅଭିନେତ୍ରୀ। ତେଣୁ ସେ ହିଁ ମୋତେ ଏ କ୍ଷେତ୍ରକୁ ଆସିବାରେ ସାହାଯ୍ୟ କରିଥିଲେ। ଛୋଟବେଳୁ ଅଭିନୟ କରିବା ଆରମ୍ଭ କରି ଦେଇଥିଲି। ବଡ଼ ହେବା…

ଆଇସିଏଆର୍‌-ସିଆଇଡବ୍ଲ୍ୟୁଏ ସହ ସୋଆର ଚୁକ୍ତିନାମା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ଭୁବନେଶ୍ୱରସ୍ଥିତ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଓ୍ବିମେନ୍‌ ଇନ୍‌ ଏଗ୍ରିକଲ୍ଚର(ସିଆଇଡବ୍ଲ୍ୟୁଏ) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ସୋଆର ପ୍ରତିଷ୍ଠାତା ସଭାପତି ମନୋଜ ରଞ୍ଜନ ନାୟକଙ୍କ ଉପସ୍ଥିତିରେ…

ଏସ୍‌ସିବିରେ ଯକୃତ ପ୍ରତିରୋପଣ କେନ୍ଦ୍ର ଉଦ୍‌ଘାଟିତ

କଟକ ଅଫିସ, ୨୬।୧୦: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ନିମନ୍ତେ ସୋମବାର ଏଠାରେ ୨ଟି ନୂତନ ବିଭାଗ ଉଦ୍‌ଘାଟିତ ହୋଇଛି।…

ଦ୍ୱିତୀୟ ରନର୍ସଅପ୍‌ ହେଲେ ସ୍ବପ୍ନା

ଢେଙ୍କାନାଳ ଅଫିସ,୨୬।୧୦: ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ(୧୯) ଏମ୍‌ଟିଭି ରିଆଲିଟି ଶୋ ମଡେଲ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହୋଇଛନ୍ତି। ରବିବାର ତାଙ୍କ ବାପା ବିଶ୍ୱଜିତ ରାଉତରାୟ ଫୋନ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତାରେ ଅରୁଣାଚଳପ୍ରଦେଶର ରୋଶନୀ ଡାଡା ଚାମ୍ପିୟନ…

‘ଆଶ୍ରମ’ ଓ୍ବେବ୍‌ ସିରିଜ୍‌ ନାଁ ବଦଳାଇବାକୁ ଦାବି

ଭୋପାଳ, ୨୬।୧୦: ପ୍ରକାଶ ଝା’ଙ୍କ ନିର୍ଦ୍ଦେଶିତ ଓ୍ବେବ୍‌ ସିରିଜ୍‌ ‘ଆଶ୍ରମ’ର ନାମ ପରିବର୍ତ୍ତନ ଦାବି ଜୋର୍‌ ଧରିଛି। ରବିବାର ବଜରଙ୍ଗ ଦଳ କର୍ମୀମାନେ ଶୁଟିଂ ସେଟ୍‌ରେ ଆକ୍ରମଣ କରି ଭଙ୍ଗାରୁଜା କରିବା ପରେ ସୋମବାର ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ସେମାନଙ୍କ…

ରାଜା ଅବଦୁଲାଙ୍କୁ ହତ୍ୟା ଯୋଜନା କରିଥିଲେ କ୍ରାଉନ୍‌ ପ୍ରିନ୍ସ

ରିୟାଧ, ୨୬।୧୦: ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ(ଏମ୍‌ବିଏସ୍‌) ୨୦୧୪ରେ ତତ୍କାଳୀନ ରାଜା ଅବଦୁଲ୍ଲାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଏକ ବିଷଯୁକ୍ତ ରିଙ୍ଗ୍‌ ସହାୟତାରେ ମାରିବା ପାଇଁ ଏମ୍‌ବିଏସ୍‌ କଥା ହେଉଥିଲେ। ଏହି ଯୋଜନା ସମ୍ପର୍କରେ ସାଉଦି ଆରବର…

ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଭୟାନକ ଅଘଟଣା ଘଟିଛି। ଏକ ତିନି ମହଲା କୋଠାରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ ଘଟିଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ଭୋର୍‌ ସମୟରେ ଘରେ ନିଆଁ ଲାଗିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?