୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ
ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍ଓ୍ବେଲ୍କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର ଧରି…
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। କିଆ ମୋଟର୍ସ ଦ୍ୱାରା ନିର୍ମିତ ବିଳାସପୂର୍ଣ୍ଣ କାର କିଣିବା ପାଇଁ ସରକାରୀ ପାଣ୍ଠିରୁ…
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ…
ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର
ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ ଏକ ବର୍ଷ ହେଲା ଘରେ ଶ୍ରମିକ ଭାବେ କାମ କରାଉଥିଲେ। ଅଭିଯୋଗ ପାଇ ଚଢ଼ାଉ…
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ, ବସ୍ତ୍ର…
‘ଜୟ ଶ୍ରୀରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମାରି ଦାଢ଼ି କାଟିଦେଲେ
ନୂଆଦିଲ୍ଲୀ,୧୪।୬: ନମାଜ ପାଠ କରିବା ପାଇଁ ମସ୍ଜୀଦ ଯାଉଥିବା ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ଦାଢ଼ି କାଟି ଦେଇଛନ୍ତି କିଛି ଦୁର୍ବୃତ୍ତ। ରାଜଧାନୀ ନିକଟସ୍ଥ ୟୁପିର ଗାଜିଆବାଦ ଜିଲାର ଲୋନି ଅଞ୍ଚଳରେ ଗତ ୫ ତାରିଖରେ ଘଟିଛି ଏଭଳି…
ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା
ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ
ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର କାରଣ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଜାତୀୟ ନ୍ୟୁଜ…
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍ଫେକସନର…
ମହାକାଶରୁ ଫେରିଥିବା ରେଡ୍ ଓ୍ବାଇନର ଦାମ କେତେ ଜାଣନ୍ତୁ
ଏକ ରକେଟ୍ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍ ଓ୍ବାଇନର ୧୨ଟି ବୋତଲକୁ ୨୦୧୯ ନଭେମ୍ବରରେ ମହାକାଶ ପଠାଯାଇଥିଲା। ମହାକାଶରେ ରହିବା ଦ୍ୱାରା ଏହି ରେଡ୍ ଓ୍ବାଇନର…
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା…
ଓଜେଇଇ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ…
Archives


