ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା
ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ
ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର କାରଣ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଜାତୀୟ ନ୍ୟୁଜ…
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍ଫେକସନର…
ମହାକାଶରୁ ଫେରିଥିବା ରେଡ୍ ଓ୍ବାଇନର ଦାମ କେତେ ଜାଣନ୍ତୁ
ଏକ ରକେଟ୍ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍ ଓ୍ବାଇନର ୧୨ଟି ବୋତଲକୁ ୨୦୧୯ ନଭେମ୍ବରରେ ମହାକାଶ ପଠାଯାଇଥିଲା। ମହାକାଶରେ ରହିବା ଦ୍ୱାରା ଏହି ରେଡ୍ ଓ୍ବାଇନର…
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା…
ଓଜେଇଇ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ…
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ଅସ୍ତ୍ରୀ ବୋଲି କୁହାଯାଉଛି। ଏସବୁ ଭିତରେ ଆମେରିକାର ଟିକା ନିର୍ମାତା କମ୍ପାନୀ…
ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ
ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍ର ବିଜେତା ତଥା ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଙ୍କୁ ଆଇସିସି ଟେଷ୍ଟ ଚାମ୍ପିୟନଶିପ୍ ଗଦା ସହ…
ହାତ ଯୋଡି ଏମିତି ଅପିଲ୍ କଲେ ରାଜ୍ୟପାଳ
କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ…
ଟ୍ୟାଙ୍କର ଧକ୍କାରେ ବାଇକ୍ ଚାଳକଙ୍କ ଜୀବନ ଗଲା
ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ସନ୍ୟାସୀପାଲି ଗ୍ରାମର ଦୀନବନ୍ଧୁ ମାଝି (୫୦)। ସ୍ଥାନୀୟ ଲୋକେ…
ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ
ଚେନ୍ନାଇ,୧୪।୬: ଏଆଇଡିଏମ୍କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ…
ସାଉଥାମ୍ପଟନ ପିଚ୍ରେ ଦେଖିବାକୁ ମିଳିବ ପେସ, ବାଉନ୍ସ
ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପାଇଁ ପ୍ରସ୍ତୁତ ପିଚ୍ ପେସର କିମ୍ବା ସ୍ପିନରଙ୍କୁ ସୁହାଇବ, ସେ ନେଇ ଖୁବ…
Archives


