ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ
ଚେନ୍ନାଇ,୧୪।୬: ଏଆଇଡିଏମ୍କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ…
ସାଉଥାମ୍ପଟନ ପିଚ୍ରେ ଦେଖିବାକୁ ମିଳିବ ପେସ, ବାଉନ୍ସ
ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପାଇଁ ପ୍ରସ୍ତୁତ ପିଚ୍ ପେସର କିମ୍ବା ସ୍ପିନରଙ୍କୁ ସୁହାଇବ, ସେ ନେଇ ଖୁବ…
ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ
ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ…
ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ ରିୟା ସୁଶାନ୍ତଙ୍କ ସହ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି, ଗୋଟିଏ ମୁହୂର୍ତ୍ତ ମଧ୍ୟ…
ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା
ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍ଟାଲି ବେନେଟଙ୍କୁ…
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଧୀରେ ଧୀରରେ ଅନ୍ଲକ ପ୍ରକ୍ରିୟା ଆରମ୍ଭ…
ମ୍ୟାଚ୍ର ପ୍ରଥମ ବଲ୍ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍: ଜାଣନ୍ତୁ କାହିଁକି
ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ…
କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ…
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି।…
ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଡ଼.…
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ ବିଳାସ ପାସଓ୍ବାନଙ୍କ ନିଧନ ପରେ ଏଲ୍ଜେପିରେ ଲଗାତର ବିବାଦ ଘନେଇବାରେ ଲାଗିଛି। ତାଙ୍କ ବିୟୋଗର…
ସିଏସ୍ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି ଶେଷ…
Archives


