ଘରେ ମନି ପ୍ଲାଣ୍ଟ୍ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍…
ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଯଦି ଘରେ ମନି ପ୍ଲାଣ୍ଟ୍କୁ ସଠିକ୍ ଦିଗରେ ଲଗା ନ…
ଟିକା ନେବାକୁ ଡରୁଛନ୍ତି ଲୋକେ
ବୁଗୁଡ଼ା,୧୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…
ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ ହୋଇଯାଇଛି। ଆସନ୍ତା ବର୍ଷ ବିଧାନସଭାର ସମସ୍ତ ଆସନ ପାଇଁ ଏଏପି ନିର୍ବାଚନ ଲଢ଼ିବ…
ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର
୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ ଶରୀରରୁ ରକ୍ତ ନମୁନା ସଂଗ୍ରହ କରି ବହୁ ପ୍ରକାର ଗବେଷଣା ପରେ ୧୯୦୧ ମସିହାରେ…
ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା
ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ ପଳାଇଥିଲେ।…
ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ
ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ ଉଚ୍ଚାରଣ କରି ନ ପାରିବାରୁ ମୌଲବିଙ୍କୁ ସନ୍ଦେହ ଉପୁଜିଥିଲା। ଏହାପରେ ବରଙ୍କ ମିଛ…
କୋଭିଡ୍ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍
କେସିଙ୍ଗା,୧୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ ୫ ଟି ଦୋକାନକୁ ଏନ୍ଏସିର ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ ଚଢ଼ାଉ କରି…
ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ…
ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ୧ କି.ମି ଦୂରରେ ବହୁ ଦିନ ଧରି ବେଆଇନ ଭାବେ…
ଏଲିଅନ୍ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ
ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍ଓ ଦୃଶ୍ୟକୁ ଦେଖି ଏକ ଘଟଣାର ସ୍ପଷ୍ଟ କରିଛନ୍ତି। ଆମେରିକାର ସୁରକ୍ଷା ମନ୍ତ୍ରଣାଳୟ ୟୁଏଫ୍ଓରୁ ଜଡ଼ିତ ରିପୋର୍ଟକୁ…
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉନି। ଦ୍ୱିତୀୟ ଲହର ସମୟରେ ସାରାଦେଶରେ ସ୍ବାସ୍ଥ୍ୟ ସୁବିଧାର ଘୋର ଅଭାବ ଦେଖାଯାଇଥିବା…
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍ ଜୁନ୍ ୧୪ରେ ସୁଶାନ୍ତଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଜବତ ହୋଇଥିଲା। ଆଜିର…
Archives


