Home Left

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏଥିପାଇଁ କେତେକାଂଶରେ ଦାୟୀ। ତେବେ ଜଣେ ଉଚ୍ଚ ରକ୍ତଚାପ ରୋଗୀ କେଉଁ ବିଷୟ…

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ ନା ଗାଁ ନାଁ ସହର। କୋଭିଡ କଟକଣା ପାଇଁ ଫିକା ପଡିଛି ରଜ ସଜବାଜ।…

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ…

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର ବାହାରେ ଥାଇ ଉକ୍ତ ଦୁଇଟି ଅଙ୍ଗର କାର୍ଯ୍ୟ କରେ। ସବୁ ଜୀବକୋଷକୁ ଅକ୍ସିଜେନ ଦିଏ…

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା…

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ ଥାଏ, ତା’ର…

ରାଜସ୍ବ ଆଦାୟରେ ରେକର୍ଡ

କାମାକ୍ଷାନଗର, ୧୪।୬(ଡି.ଏନ.ଏ.) ଲଘୁ ଖଣିଜର ଯଥେଷ୍ଟ ଉତ୍ସ ଥିଲା। ହେଲେ ଠିକ୍‌ ସମୟରେ ସେସବୁ ନିଲାମ ହୋଇ ପାରୁ ନ ଥିଲା। ବାଲି ସଇରାତ, ପଥର ଖାଦାନରୁ ବ୍ୟାପକ ଖଣିଜ ଚୋରା ଚାଲାଣ ହେଉଥିବା ବେଳେ ଅସମ୍ପୂର୍ଣ୍ଣ ରହିଯାଉଥିଲା ରାଜସ୍ବ ଆଦାୟ ଲକ୍ଷ୍ୟ।…

ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା

ଅସ୍ତରଙ୍ଗ, ୧୪ା୬(ଡି.ଏନ୍‌.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି ହୋଇଥିବା…

ନେଫ୍‌ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ ୮ ବିରୋଧୀ ଦଳ ଏହି ୭୧ ବର୍ଷୀୟ ଷ୍ଟ୍ରଙ୍ଗ୍‌ମ୍ୟାନଙ୍କ ନିରବଚ୍ଛିନ୍ନ ୧୨ ବର୍ଷ ଶାସନର…

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର ନଦୀକୂଳ ଘଞ୍ଚ ବୁଦା ମୂଳେ କୁମ୍ଭୀର ଅଣ୍ଡା ଦେଇଥାନ୍ତି। ମା’ କୁମ୍ଭୀର ସନ୍ତସନ୍ତିଆ, ଘଞ୍ଚ…

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା ଡୋଜ୍‌ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ…

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍‌ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri