Home Left

ନକଲି ଟିପିରେ ବଢୁଛି ବାଲି ଲୁଟ୍‌

ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ହୋଇଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରିବା ଯୋଗୁ…

ଲୋକେ ଆତଙ୍କିତ, ୭ ନଭେମ୍ବର ପର୍ଯ୍ୟନ୍ତ କାଫେ-ରେଷ୍ଟୁରାଣ୍ଟ-ଦୋକାନ ବନ୍ଦ…

ମସ୍କୋ,୨୫।୧୦: କରୋନା ମହାମାରୀ ପୁଣି ଥରେ ଫେରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରୁଷିଆର ସେଣ୍ଟ୍‌ ପିଟର୍ସବର୍ଗରେ ୭ ନଭେମ୍ବର ପର୍ଯ୍ୟନ୍ତ କାଫେ, ରେଷ୍ଟୁରାଣ୍ଟ, ଦୋକାନ ଆଦିକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅପରପକ୍ଷରେ ଔଷଧ ଦୋକାନ ଏବଂ…

ଭାରତ ପରାଜୟର ୫ ମୁଖ୍ୟ କାରଣ

ଦୁବାଇ,୨୫।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ପାକିସ୍ତାନ ଟିମ ଇଣ୍ଡିଆକୁ ୧୦ ଉଇକେଟରେ ପରାସ୍ତ କରିଛି। ଦିନିକିଆ ଏବଂ ଟି -୨୦ ବିଶ୍ୱକପର ୨୯ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ପାକିସ୍ତାନ ଭାରତୀୟ ଦଳକୁ ପରାସ୍ତ କରିଛି। ମ୍ୟାଚ୍‌ରେ ଟିମ…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ ପୋକ ଯୋଗୁ ଗଛଗୁଡିକ ନଷ୍ଟ ହୋଇଯାଉଛି। ଫଳରେ ଜିଲାର ୮ ବ୍ଲକ ଅଞ୍ଚଳର ଖରିଫ…

ବୁଝାମଣା ଚେଷ୍ଟା କରିଥିଲେ ମନ୍ତ୍ରୀ: ବିଜୟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ରାଜନୈତିକ ଆନ୍ଦୋଳନ, ପ୍ରତିବାଦ ଏବଂ ବିକ୍ଷୋଭ ବନ୍ଦ ହେବାର ନାଁ ନେଉ ନାହିଁ। ଏହି ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ଭାଜପା ଓ କଂଗ୍ରେସ ବିରୋଧ ପ୍ରଦର୍ଶନ…

ଭିଡିଓରେ ଏଭଳି କହିଲେ କାଟ୍ରିନା…

ମୁମ୍ବାଇ: ଫିଲ୍ମ ସୂର୍ଯ୍ୟବଂଶୀକୁ ନେଇ ଉତ୍ସାହିତ ଅଛନ୍ତି ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଓ ଅକ୍ଷୟ କୁମାର। କାଟ୍ରିନା କୈଫ୍‌ ଏକ ଭିଡିଓ ମାଧ୍ୟମରେ ଏହା ଦେଖାଇଛନ୍ତି। ସବୁଠାରୁ ବ୍ୟଙ୍ଗାତ୍ମକ ଅଭିନେତା ପାଇଁ ପୁରସ୍କାର … ଏହାକୁ ଅପେକ୍ଷା କର … କାଟ୍ରିନା…

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି…

୫ମ ଦିନ ପାଇଁ ପେଟ୍ରୋଲ, ଡିଜେଲ ଲଗାତର ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୫।୧୦: ଗତ ସେପ୍ଟେମ୍ବର ୨୪ରୁ କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ଚାଲିଛି। ଗତ ମାସକ ମଧ୍ୟରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୬.୫୧ ଟଙ୍କା ଏବଂ ଡିଜେଲ ୮.୪୬ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର…

ମ୍ୟାଚ୍‌ ପରେ ଭୋ ଭୋ କାନ୍ଦିଲେ ଏହି କ୍ରିକେଟ୍‌ରଙ୍କ ବାପା: ଦେଖନ୍ତୁ ଭିଡିଓ

ଦୁବାଇ,୨୫।୧୦: ଭାରତ ବିପକ୍ଷରେ ବିଜୟ ପରେ ସମଗ୍ର ପାକିସ୍ତାନ ଏହି ସମୟରେ ଉତ୍ସବରେ ବୁଡି ରହିଛି। ଅଧିନାୟକ ବାବର ଆଜମଙ୍କୁ ସବୁଠି ପ୍ରଶଂସା କରାଯାଉଛି। ସେ ଏପରି କାର୍ଯ୍ୟ କରିଥିଲେ, ଯାହା ଇମ୍ରାନ ଖାନଙ୍କ ପରି ଜଣେ କିମ୍ବଦନ୍ତୀ ଅଧିନାୟକ ମଧ୍ୟ…

ଫେରାର ପଛରେ ଅନେକ ରହସ୍ୟ

ବଲାଙ୍ଗୀର ଅଫିସ, ୨୫ା୧୦: ଟିଟିଲାଗଡ ପୋଲିସ ବାରାକ୍‌ରୁ ଫେରାର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତ ୧୯ ତାରିଖ ଅପରାହ୍ନରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁା ନିକଟ ଏକ ଆଖୁ କିଆରିରୁ ଗିରଫ କରାଯାଇଥିଲା। ଗୋବିନ୍ଦଙ୍କ ମୋବାଇଲ…

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?