Home Left

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ ଏବଂ ୮୯ ସନ୍ତାନ ଅଛନ୍ତି। ଏତେ ବଡ ପରିବାର ଯୋଗୁ ସେ ମିଜୋରାମରେ ପର୍ଯ୍ୟଟକଙ୍କ…

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ ତଥା…

ସୋସିଆଲିଜିମ ହାତ ଧରିଲେ ମମତା ବାନାର୍ଜୀ

ଚେନ୍ନାଇ,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବାମ ପନ୍ଥୀ ରାଜନୀତିରେ ଚିରପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। କିନ୍ତୁ ମମତାଙ୍କ ନାମଧାରୀ କନ୍ୟା ତାମିଲନାଡୁ ସାଲେମଠାରେ ସୋସିଆଲିଜିମ ନାମକ ଯୁବକଙ୍କୁ ବିବାହ କରିଛନ୍ତି। ଇଂରାଜୀ ସାହିତ୍ୟରେ ବ୍ୟାଚଲର ଡିଗ୍ରୀ ହାସଲ କରିଥିବା ପି. ମମତା…

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସର ଜଣେ ଶକ୍ତିଶାଳୀ ନେତାଙ୍କ ମୃତ୍ୟୁ ଦଳ ପାଇଁ ଏକ ବଡ ଝଟ୍‌କା…

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରବିବାର ଏଭଳି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପରେ ନିର୍ଦ୍ଧିଷ୍ଟ ଦୋକାନ ଉପରେ…

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା ନ କରିବାରୁ ତାଙ୍କୁ ଏଭଳି ଦଣ୍ଡ ଦିଆଯାଇଥିବା ବିଧାୟକ କହିଛନ୍ତି। ଘଟଣା ଭିଡିଓ ସୋସିଆଲ…

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ ଗତ ବର୍ଷ ଘଟିଥିବା ବିବାଦକୁ ସ୍ପଷ୍ଟ କରୁଥିବା ଦେଖାଯାଇଛି। ଏହି ଭିଡିଓରେ ବ୍ଲଗର୍‌ ଗୌରବ…

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ ଭଉଣୀଙ୍କ ସହ ମିଶି ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ପ୍ରେମିକଙ୍କ ବିବାହର ଚାରି ଦିନ ପରେ…

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ ମ୍ୟାଚ ଡ୍ର ଥିଲା। ଦ୍ୱିତୀୟ ଟେଷ୍ଟ ଚାରି ଦିନ ମଧ୍ୟରେ ମ୍ୟାଚ ଶେଷ ହୋଇଥିଲା।…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫାଫ୍‌ ଆହତ ହେବାରୁ ତାଙ୍କ ସ୍ତ୍ରୀ ଇମାରୀ ଚିନ୍ତାରେ ପଡି…

ତିନି ଗୋଡ଼ିଆ ମଣିଷ ଫ୍ରାନ୍ସେସ୍କୋ: ଥିଲା ୪ ପାଦ ଓ ଦୁଇଟି ଗୁପ୍ତାଙ୍ଗ

ବେଳେବେଳେ ଆମେ ଏମିତି କିଛି ଅଜବ ଦେଖୁ ଯାହାକୁ ସହଜରେ ବିଶ୍ୱାସ କରିହୁଏନା। ସେମିତି କିଛି ଅଜବ ଦେଖିବାକୁ ମିଳିଥିଲା ଇଟାଲିରେ। ଏଠାକାର ଜଣେ ବ୍ୟକ୍ତି ଥିଲେ ବେଶ୍‌ ଅଜବ। କାରଣ ତାଙ୍କର ସାଧାରଣ ମଣିଷ ଭଳି ଦୁଇଟି ଗୋଡ଼ ନୁହେଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri