Home Left

ମୋଦିଙ୍କ ହୃଦୟରେ ଅଛି ଜମ୍ମୁ-କଶ୍ମୀର: ଅମିତ ଶାହା

ଶ୍ରୀନଗର,୨୪।୧୦: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇଛନ୍ତି । ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ଶାହ ପ୍ରଥମଥର ପାଇଁ ରାଜ୍ୟ ଗସ୍ତ କରିଛନ୍ତି। ଭଗବତୀ ନଗର ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ…

୬ ରନ୍‌ରେ ଚାଲିଗଲେ ଦୁଇ ଓପନର

ଦୁବାଇ,୨୪।୧୦: ଆରମ୍ଭରୁ ସଙ୍କଟରେ ପଡ଼ିଯାଇଛି ଭାରତୀୟ ଦଳ। ମାତ୍ର ୬ ରନ୍‌ ମଧ୍ୟରେ ଦୁଇ ଓପନର ଆଉଟ୍‌ ହୋଇ ପ୍ୟାଭିଲିଅନ୍‌ ଫେରିଛନ୍ତି। ଉପଅଧିନାୟକ ରୋହିତ ପ୍ରଥମ ଓଭରରେ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ସେହିଭଳି ମାତ୍ର ୩ ରନ୍‌ କରିବାକୁ…

ପ୍ରେମ ପାଇଁ ଯୁବକଙ୍କୁ ହତ୍ୟା

କର୍ନାଟକ,୨୪।୧୦: ଅନ୍ୟ ଧର୍ମରେ ବିଶ୍ୱାସ କରୁଥିବା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ପାଇଁ ୩୪ ବର୍ଷୀୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଯୁବତୀଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ କର୍ନାଟକର ସିନଦ୍‌ଗି ତାଲୁକରୁ ସାମ୍ନାକୁ ଆସିଛି ଏହି ଘଟଣା। “ମୋ…

ଋତୁୁପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୨୪।୧୦: ବ୍ୟାଡମିଣ୍ଟନ ଷ୍ଟାର ଖେଳାଳି ଋତୁୁପର୍ଣ୍ଣା ପଣ୍ଡା ଚଳିତବର୍ଷ ଏକଲବ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ପୁରସ୍କାର ବାବଦରେ ତାଙ୍କୁ ୫ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଏ ନେଇ ରବିବାର ଏକଲବ୍ୟ ପୁରସ୍କାର ଜୁରୀ କମିଟି ପକ୍ଷରୁ…

ରାଷ୍ଟ୍ରପତିଙ୍କ ଝିଅ ଆପଣେଇବେ ହିନ୍ଦୁଧର୍ମ

ଜାକର୍ତ୍ତା,୨୪।୧୦: ଇସଲାମ ଧର୍ମକୁ ତ୍ୟାଗ କରିବେ ଇଣ୍ଡୋନେସିଆର ପୂର୍ବତନ ରାଷ୍ଟ୍ରପତିଙ୍କ ସୁକର୍ଣ୍ଣୋଙ୍କ ଝିଅ ସୁକୁମାବତୀ ସୁକାର୍ଣ୍ଣୋପୁତ୍ରି। ହିନ୍ଦୁ ଧର୍ମ ଆପଣାଇବା ନେଇ ଏକ କାର୍ଯ୍ୟକ୍ରମରେ ସେ ଘୋଷଣା କରିଛନ୍ତି। କହି ରଖୁଛୁ ଯେ, ପୂର୍ବରୁ ସେ ଇସଲାମ ଧର୍ମକୁ ବିରୋଧ କରି…

ସ୍ବାମୀଙ୍କ ଜନ୍ମଦିନରେ ଏମିତି ଲେଖିଲେ ଅଭିନେତ୍ରୀ ଗୌହର ଖାନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଗୌହର ଖାନ୍‌ଙ୍କର ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲା। ସେ ଗାୟକ ଜେଦ୍‌ ଦରବାରଙ୍କୁ ବିବାହ କରିଛନ୍ତି। ରବିବାର ଜେଦ୍‌ଙ୍କର ଜନ୍ମଦିନ ଅବସରରେ ଅଭିନେତ୍ରୀ ସ୍ବାମୀଙ୍କ ପାଇଁ ସୋସିଆଲ ମିଡିଆରେ ଏକ ସ୍ନେହଭରା ନୋଟ୍‌ ଲେଖିଛନ୍ତି। ଜେଦ୍‌…

ଚାକିରିରୁ ବିଦା ହେଲେ କନେଷ୍ଟବଳ ପ୍ରସନ୍ନ

ଭୁବନେଶ୍ୱ,୨୪।୧୦(ବ୍ୟୁରୋ): ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରବିବାର କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରସନ୍ନଙ୍କ ନାମରେ ୫ଟି ଫୌଜଦାରୀ ମାମଲା ରହିଛି। ଏପରି କି କୋଭିଡ୍‌ ନିମୟ ଉଲ୍ଲଂଘନ କରି ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାରକୁ ବିଳମ୍ବିତ ରାତି…

କାନପୁରରେ ପ୍ରଥମ ଜିକା ଭାଇରସ ରୋଗୀ

କାନପୁର,୨୪ ।୧୦: ଉତ୍ତର ପ୍ରଦେଶର କାନପୁରରେ ଦେଶର ପ୍ରଥମ ଜିକା ଭାଇରସ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାପରେ ଦିଲ୍ଲୀରୁ ବିଶେଷଜ୍ଞ ଟିମ କାନପୁରରେ ପହଞ୍ଚି ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସାମ୍ପଲ କଲେକ୍ସନ କରିଛନ୍ତି । ଏହାପରେ…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଦୁବାଇ,୨୪।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ କିଛି କ୍ଷଣରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ। ଭାରତ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି ପାକିସ୍ତାନ ଦଳର ଅଧିନାୟକ ବାବର ଆଜାମ। ବ୍ୟାଟିଂ ଉପଯୋଗୀ ପିଚ୍‌ ଓ କାକରକୁ ଦୃଷ୍ଟିରେ…

ସ୍ତ୍ରୀଙ୍କ ପାଇଁ କରଓ୍ବାଚୌଥ ଉପବାସ କରନ୍ତି ଏହିସବୁ ସେଲିବ୍ରିଟି

୨୪ ଅକ୍ଟୋବର ଅର୍ଥାତ୍‌ ଆଜି କରଓ୍ବାଚୌଥ ବ୍ରତ ପାଳନ କରାଯାଉଛି। ଆଜି ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏକ ନିର୍ଜଳା ଉପବାସ ପାଳନ କରିବେ। ବିଶ୍ୱାସ କରାଯାଏ କରଓ୍ବାଚୌଥ ବ୍ରତ କଲେ ସ୍ବାମୀଙ୍କ ଜୀବନରେ କୌଣସି ଅସୁବିଧା ଆସି…

କରୱା ଚୌଥ୍‌ରେ ୧୯ବର୍ଷ ତଳର ଲେହେଙ୍ଗା ପିନ୍ଧିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ଭିନ୍ନ ଢ଼ଙ୍ଗରେ ଏଥର କରୱା ଚୌଥ୍‌ ପାଳନ କରିଛନ୍ତି। ସେ ବାହାଘରରେ ପିନ୍ଧିଥିବା ଲେହେଙ୍ଗାକୁ ପିନ୍ଧି ଏଥରର କରଓ୍ବା ଚୌଥ୍‌ ପାଳନ କରିଥିଲେ। ତେବେ ଲେହେଙ୍ଗାଟି ହେଉଛି ୧୯ବର୍ଷ ତଳର। ଏହି ଲେହେଙ୍ଗା ବଲିଉଡ୍‌ର…

ମ୍ୟାଚ୍‌ ପୂର୍ବରୁ ପ୍ରାର୍ଥନା କଲେ ଦୁଇ ଦେଶର ପ୍ରଶଂସକ

ଦୁବାଇ,୨୪।୧୦: ଶନିବାର ସନ୍ଧ୍ୟାରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଭାରତ ଓ ପାକିସ୍ତାନ। ଟି୨୦ ବିଶ୍ୱକପ୍‌ର ବହୁ ପ୍ରତିକ୍ଷିତ ମ୍ୟାଚ୍‌ ପୂର୍ବରୁ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରାର୍ଥନା କରିଛନ୍ତି ପ୍ରଶଂସକ। ଯାହା ଫଳରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ପଡ଼ୋଶୀ ଦେଶ ମଧ୍ୟରେ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?