Home Left

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା…

ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ତେବେ…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି…

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା କାର୍ଯ୍ୟ…

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ ୩୨ରୁ ଅଧିକ ଦେଶକୁ ଉପହାର ଭାବେ ଆମ୍ବ ପଠାଇଥିଲା। ତେବେ ଆମେରିକା ଏବଂ ଚାଇନା…

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ ଜିଲାରେ…

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା ପରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ ସଂକ୍ରମଣ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୨୩…

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। କେବଳ…

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ ସିନ୍ଧିଆଙ୍କୁ ହଟା ଯାଇଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଘଟିଛି। ଦଳୀୟ…

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ ମାତ୍ର…

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ ଲାଇନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri