ଏହି ମୁସ୍ଲିମ୍ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍ଲିମ୍ ଦେଶରେ।…
ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସଫଳତା ହାସଲ କରିପାରିବ।…
ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ ଚାଲୁଥିବା…
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…
ବାହାର ଲୋକଙ୍କୁ ହଜ୍ ମନା: ସାମିଲ ହେବେ ୬୦ ହଜାର ଲୋକ
ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍ ତୀର୍ଥଯାତ୍ରାରେ ୬୦ ହଜାର ଲୋକ ସାମିଲ ହୋଇପାରିବେ। ଏନେଇ ସାଉଦି ଆରବ ସରକାର ଶନିବାର ଘୋଷଣା କରିଛନ୍ତି। ଏଥିରେ…
ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ ମେଡିକାଲ ଅକ୍ସିଜେନ୍, କନ୍ସେଣ୍ଟ୍ରେଟର ଆଦି ହସ୍ପିଟାଲ ସରଞ୍ଜାମ ଉପରେ ସେବା ଓ ଦ୍ରବ୍ୟ ଟିକସ…
ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା…
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ…
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ…
କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି ।…
Archives


