Home Left

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ ଦେବା ପାଇଁ ଭାରତ ସରକାର ଏବଂ ଇଣ୍ଟର୍‌ନେଟ କମ୍ପାନୀ ସହ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।…

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ରାଜେନ୍ଦ୍ର…

ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍‌ରନ’ ଫେମ୍‌ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍‌ ଫଟୋ ଶେୟାର…

ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…

ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ। ଏକ…

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ ହେଡ୍‌ଲାଇନ ଖବର ପାଲଟି ଯାଇଥିଲେ। ବଲିଉଡ୍‌ର ଅନେକ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତା…

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର ଚେତନ ସାକାରିଆ ଜଣେ। ଆଇପିଏଲ୍‌ ୨୦୨୧ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ସେ ଉଲ୍ଲେଖନୀୟ ବୋଲିଂ…

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ସେଭଳି ଜଣେ ଅଲରାଉଣ୍ଡର। ଅନେକ ସମୟରେ ସେ ବ୍ୟାଟିଂ ସହ ବୋଲିଂରେ ଉଲ୍ଲେଖନୀୟ ପ୍ରଦର୍ଶନ…

ଟପ୍‌ଲେସ୍‌ ଫଟୋ ପୋଷ୍ଟ କରି ବିବାଦକୁ ଆସିଥିଲେ ଏହି ପର୍ନଷ୍ଟାର: ରହସ୍ୟଜନକ ଭାବେ ଘରୁ ମିଳିଲା ମୃତଦେହ

କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ ମିଳିଛି। ଯେତେବେଳେ ସ୍ବାମୀ ଘରେ ପହଞ୍ଚିଲେ ସେତେବେଳେ ଡାକୋଟାଙ୍କ ମୃତଦେହ ଦେଖି ପୋଲିସକୁ ଖବର…

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ ତିନି ବର୍ଷର ଝିଅକୁ ଫାର୍ସାରେ ହାଣି ହତ୍ୟା କରଛନ୍ତି। ଏହା ସହ ଅନ୍ୟ…

କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ ୩୧ ବର୍ଷ ବୟସର ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ…

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍‌ କେସ ରହିଛି। ଫଳରେ ଗଞ୍ଜାମ ଅନ୍‌ଲକ୍‌ ହେବାର ସମ୍ଭାବନା ଦେଖାଦେଇଛି। ୫%…

ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ

ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍‌ ହେଉଥିବା ବେଳେ ୪ ଜଣ ଭାସିଯିବାର ଖବର ସାମ୍ନାକୁ ଆସିଛି। ଏହି ସମୟରେ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri