Home Left

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଭିନ୍ନ ଧରଣର ଏକ…

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି ଅଭାବନୀୟ…

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍‌…

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ…

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। ଏହି ଦ୍ୱିତୀୟ ଲହରରେ ଏଯାଏ ୭୧୯ଡାକ୍ତରଙ୍କ ଜୀବନ ନେଇଛି କରୋନା। ଏନେଇ ଇଣ୍ଡିଆନ…

ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୁଳପତିମାନଙ୍କ ବୈଠକରେ ଯେଉଁ ନିଷ୍ପତ୍ତି ହୋଇଛି, ସେଥିରେ…

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ କରିପାରେ। ସେଭଳି କିଛି କରିଛନ୍ତି ଅଭିନେତ୍ରୀ ଅନିତା ହସନନ୍ଦାନୀ। ଟେଲି ପରଦାର ଏହି ଲୋକପ୍ରିୟ…

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି ପଦକ୍ଷେପ ନେଇଛନ୍ତି ଯାହା ଆଗରୁ କେବେ ଶୁଣି ନ ଥିବେ। ଏପରି ଚରମ ପଦକ୍ଷେପ…

ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ

ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର ସୋପୋରେର ଆରାମପୋରାରେ ପୋଲିସ ଓ ସିଆରପିଏଫ୍‌ର ମିଳିତ ଟିମ୍‌ ଉପରେ ଆତଙ୍କବାଦୀ ଅଚାନକ ଆକ୍ରମଣ…

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ ହେଉଥିବାର ମଧ୍ୟ ନଜିର ରହିଛି। ସେହିପରି ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା…

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା ହେବା ପରେ ଶିଳ୍ପାଙ୍କ ହାତ ଧରିଥିଲେ ରାଜ। ହେଲେ ଉଭୟଙ୍କ ବିବାହ ସେତେଟା ସହଜ…

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ କନ୍ୟାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri