ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର ବିଶାଲ…
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ…
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି ଡୋଲୋ…
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ ଘଟଣା: ଏସ୍ଡିଜେଏମ୍ କୋର୍ଟରେ ମାମଲା
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍ରେ ଚଢ଼ାଉ କରାଯାଇ…
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ ଜାତୀୟ…
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ ଉକ୍ତ ଅଞ୍ଚଳର ୩,୫୦,୦୦୦ ଜଣ ଦୁର୍ଭିକ୍ଷ ମୁହଁକୁ ଠେଲିହୋଇ ଯାଇଛନ୍ତି। ଜାତିସଂଘ ପକ୍ଷରୁ ଏହି…
କୋଭିଡ୍ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ
ନୂଆଦିଲ୍ଲୀ, ୧୨।୬(ଆଇଏଏନ୍ଏସ୍): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି ବୋଲି କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। କେନ୍ଦ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର…
୧୭,୦୦୦ ଫାଭିପିରାଭିର ଟାବ୍ଲେଟ୍ ଜବତ
କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ ରିଲିଫ…
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଅଭିନେତ୍ରୀଙ୍କ ବିରୋଧରେ ଭାଜପା ନେତା…
ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ…
ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ ଜାପାନକୁ ନେଇ ଗଠିତ ଏହି ରାଷ୍ଟ୍ର ସମୂହର ୩ ଦିନିଆ ସମ୍ମିଳନୀ ଶୁକ୍ରବାର କାର୍ବିସ୍…
ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…
ବଲିଉଡ୍ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଆଜି ଆମେ ଏପରି ୨ ଜଣ ଭାଇ…
Archives


