ରୋଷେଇ ଘରେ ଯୁଦ୍ଧ ଯନ୍ତ୍ରଣା
ନୂଆଦିଲ୍ଲୀ(ପି.ଟି./ଏଜେନ୍ସି)/ ଭୁବନେଶ୍ୱର(ରବିନାରାୟଣ ଜେନା),୧୧ା୩: ଇରାନ୍ ଉପରେ ଆମେରିକା ଓ ଇସ୍ରାଏଲ୍ ପକ୍ଷରୁ ମିଳିତ ଆକ୍ରମଣ ଯୋଗୁ ଷ୍ଟ୍ରେଟ୍ ଅଫ୍ ହର୍ମୁଜ ଜଳପଥ ଦେଇ ପ୍ରାକୃତିକ ବାଷ୍ପ ଭାରତକୁ ଆସିପାରୁ ନାହିଁ। ଏହାର ସିଧାସଳଖ ପ୍ରଭାବ ଏଲ୍ପିଜି ଉପରେ ପଡ଼ିଥିବାରୁ ଅର୍ଥବୋଝ ସାଧାରଣ…
ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ
ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରାଯାଇଛି। ଦୁଇ ଥରର ଦିନିକିଆ ବିଶ୍ୱକପ୍ ଚାମ୍ପିୟନ ଦଳର ସଦସ୍ୟ ହେଡେନ ନିଜ ସମୟରେ ଅନ୍ୟତମ…
ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ
ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର ପ୍ଲାନ କରୁଛି। ଇରାନ ସଙ୍କଟ ଚାଇନା ପାଇଁ ଗୁପ୍ତ ଭାବରେ କାହାକୁ ନଦେଖି…
ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…
ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ ଭାବବିହ୍ବଳ ପୋଷ୍ଟ ଶେୟାର କରିଛନ୍ତି। ଷ୍ଟେଜ-୪ କ୍ୟାନ୍ସର ସହ ସଂଘର୍ଷ କରୁଥିବା ତାଙ୍କ…
ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’
ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁକୁ ନେଇ କୋରାପୁଟ ଜିଲାରେ ଶୋକାକୁଳ ପରିବେଶ ସହ ତୀବ୍ର…
ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…
ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍ ଫିଙ୍ଗିଥିବାରୁ ତାଙ୍କ ମ୍ୟାଚ୍ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ତାଙ୍କ ଶୃଙ୍ଖଳାଗତ…
ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍ ପ୍ୟାନ୍ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା
ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ ଭିତରୁ ଏକ ନବଜାତ ଶିଶୁର ମୃତଦେହ…
ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…
ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ…
ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…
ନୂଆଦିଲ୍ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଏବଂ ‘ଷ୍ଟ୍ରେଟ ଅଫ ହର୍ମୁଜ’ (Strait of Hormuz) ପଥରେ ଜାହାଜ…
ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ
କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
ଏବେ ହିଁ କରନ୍ତୁ ଗ୍ୟାସ୍ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…
ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ ସିଲିଣ୍ଡରର ଗଚ୍ଛିତ ଏବଂ କଳାବଜାରୀ ରୋକିବା ପାଇଁ, ସରକାର ବୁକିଂ ନିୟମକୁ କଡ଼ାକଡ଼ି…
ଅଟୋ ପଛରେ ପିଟିହେଲା ବାଇକ୍ , ଆଉ ତା’ପରେ..
ଖଜୁରିପଡ଼ା, ୧୦ା୩ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ବାଉଁଶୁଣି ପୋଲରେ ମଙ୍ଗଳବାର ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗୁରୁତର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଲାଇନ୍ପଡ଼ା ହାଟପଦା ସାହିର ଅମିତ୍ ନାୟକ, ସୀମାଞ୍ଚଳ…
Archives


