୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…
ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି ଏବଂ ଶନି ମୀନ ରାଶିରେ ଅଛନ୍ତି, ଯାହା ଶନିଙ୍କୁ ସୂର୍ଯ୍ୟଠାରୁ ସପ୍ତମ ଘରେ ରଖିଛନ୍ତି।…
ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ…
୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…
ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ କାର୍ଯ୍ୟଗୁଡ଼ିକୁ ସମାପ୍ତ କରିବାରେ ସାହାଯ୍ୟ କରିବ। କଠିନ ପରିଶ୍ରମ ଏବଂ ସଠିକ ଦିଗରେ ପ୍ରୟାସ…
ଭାରତର ଟପ୍ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍ ପରିଶ୍ରମରେ…
ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି – ଯେପରିକି IAS, IPS, କିମ୍ୱା SSC CGL। ଏହି ଚାକିରି ପାଇଁ ପ୍ରତିଯୋଗିତା ଜୋରରେ…
ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…
ନୂଆଦିଲ୍ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ ଧରି ଚର୍ଚ୍ଚାରେ ଥିଲା। କିନ୍ତୁ ଆଜି ସ୍ମୃତି ନିଜେ ଏକ ପୋଷ୍ଟ ମାଧ୍ୟମରେ ବ୍ରେକଅପ…
ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…
ନୂଆଦିଲ୍ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଗତ କିଛି ସପ୍ତାହ ଧରି ସୋସିଆଲ ମିଡିଆରେ ତାଙ୍କ ବିବାହ…
ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ କାମୁଡାରେ ଆହାତ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ବିଲରେ ଧାନ କାଟି ଘରକୁ ଫେରୁଥିବା ବେଳେ…
ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡିଆ…
୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ
ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନ ଧରି ହେବାକୁ ଥିବା ସମ୍ମିଳନୀରେ ରାଜ୍ୟ…
ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା
ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ ଦିନ ପାଇଁ ଜାରି ରହିଛି, ରବିବାର ଦିଲ୍ଲୀ ଏବଂ ମୁମ୍ବାଇ ଭଳି ପ୍ରମୁଖ ବିମାନବନ୍ଦରରେ…
ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା
ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଚିତ। ରାଜ୍ୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଜି.ଉଦୟଗିରିରେ…
ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍ ବୁମ୍ରା
ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍ ଟିମ୍ର ଷ୍ଟାର ବୋଲର୍ ଯଶପ୍ରୀତ ବୁମ୍ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍ରାଙ୍କୁ ଦେଖିବାକୁ ଟ୍ବିନ୍ସିଟିରେ ବହୁ କ୍ରେଜ୍ ରହିଛି।…
Archives


