ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ ଜାପାନକୁ ନେଇ ଗଠିତ ଏହି ରାଷ୍ଟ୍ର ସମୂହର ୩ ଦିନିଆ ସମ୍ମିଳନୀ ଶୁକ୍ରବାର କାର୍ବିସ୍…
ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…
ବଲିଉଡ୍ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଆଜି ଆମେ ଏପରି ୨ ଜଣ ଭାଇ…
ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ
ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା ଗୋଷ୍ଠୀ…
ଆଜି ୬ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ…
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି…
ହାତୀ ଖାଉଛି ହେଲମେଟ୍ : ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…
୪ ବର୍ଷର ପୁରୁଣା ଦାବି ଏବେ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍ଏସ୍ପି ମାତ୍ର ୭୨ ଟଙ୍କା ବୃଦ୍ଧି କରାଯାଇଥିବାବେଳେ ଅଣଧାନ ଫସଲ ରାଶି, ବିରି, ଚିନାବାଦାମ, ଯଅ,…
କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ
ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ ସହିତ ତୁଳନା କରିଥିବାବେଳେ ସେ ମହିଳାମାନଙ୍କ ପାଇଁ ସ୍ବାମୀ-ଆଦେଶ ଏବଂ ସ୍ବାମୀ ଧର୍ମକୁ ଅଳଙ୍କାର…
କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ ୨…
ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ
ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ହସ୍ପିଟାଲରେ ଲାଗିଥିବା ସିସିଟିଭିରେ। ପୀଡ଼ିତଙ୍କ ନାମ ଦାମୋଦର କୋରି। ଏବେ ବୁଣ୍ଡେଲଖଣ୍ଡ ମେଡିକାଲ…
୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ
ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି ପାଟି କରିଥିଲେ। ଫଳରେ ଭାଲୁଟି ଗାଁର ଯୋଗେନ୍ଦ୍ର ସାନ୍ତା ଓ ଲକ୍ଷ୍ମଣ ସାନ୍ତାଙ୍କ ଘର…
Archives


