Home Left

ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା ମିଶନ ୨୦୨୪ କିମ୍ବା ଲୋକ ସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ ହେଉଥିବା ଚର୍ଚ୍ଚା…

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଥିବା ପଶ୍ଚିମବଙ୍ଗ ରାଜନୀତିର ଟାଣୁଆ ନେତା…

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର କରିବା ଅଭିଯୋଗରେ ଆଇପିସି ଧାରା ୧୮୮ ଓ ୧୪୫ ଆଧାରରେ ଏହି ମାମଲା ରୁଜୁ…

ଦ୍ରାବିଡଙ୍କ ଏହି ଗୋଟିଏ ରଣନୀତି ପାଇଁ ବଦଳିଯାଇଛି ଭାରତୀୟ କ୍ରିକେଟର ରୂପ: ଅଭିଜ୍ଞତାକୁ ଦେଇଥିଲେ…

ନୂଆଦିଲ୍ଲୀ,୧୧।୬: ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଦ୍ରାବିଡଙ୍କୁ ଭାରତର ଯୁବ ପ୍ରତିଭାଙ୍କ ପ୍ରତିପୋଷଣର ଶ୍ରେୟ ଦିଆଯାଏ। ସେ ଏବେ ଭାରତର ଅଣ୍ଡର-୧୯ ଏବଂ ‘ଏ’ ସ୍ତର ଦଳର ପ୍ରଶିକ୍ଷକ(କୋଚ୍‌) ଥିବା ସମୟର ଯୋଜନା ନେଇ ଏବେ ପ୍ରତିକ୍ରିୟା ରଖିଛନ୍ତି। କୋଚ୍‌…

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ ସହ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ପ୍ରାୟ ୪ବର୍ଷ ପରେ ମୁକୁଲ ଓ…

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି। ଭାଜପା ନେତା ଅମିତ ମାଲଭିଆଙ୍କ ପରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ…

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍‌ଶୀଘ୍ର…

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର ଫଟୋ ଏବଂ ନୃତ୍ୟ ଭିଡିଓ ସୋସିଆଲ ମିଡିଆରେ ପ୍ରତିଦିନ ଭାଇରାଲ ହେବାରେ ଲାଗିଛି। ନିଆ…

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି। ଏହି…

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ଦେଇଛନ୍ତି। ହେଲେ ଅନେକ ହକଦାର ଖେଳାଳିଙ୍କୁ ସୁଯୋଗ ମିଳିନାହିଁ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା ଭାଇଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଥିବା ଏହି ମାମୁ-ଭାଣିଜୀଙ୍କୁ କଟକ ବଡ଼ ମେଡ଼ିକାଲକୁ…

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି ସେ ପୁଣି ଥରେ ଶ୍ରେଷ୍ଠ ଅଭିନେତା ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ‘ଦ ଟାଇମ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri