Home Left

ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ

ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ ବାପା ବିପ୍ରଚରଣ ପ୍ରଧାନ ଓ ପୁଅ ଅରୁଣ ପ୍ରଧାନ ଗୁରୁତର ହୋଇଛନ୍ତି। ଏମାନଙ୍କୁ ଚିକିତ୍ସା…

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ଗତ ୫ ଦିନ ପୂର୍ବରୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ମୁମ୍ବାଇ…

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ ଲୁଚାଛପାରେ…

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ କ୍ରିକେଟରଙ୍କୁ ଦଳରେ ସୁଯୋଗ ମିଳିଥିଲା। ହେଲେ ଏଥିରେ ଚୟନ ହୋଇ ନ ଥିବା ଯୋଗୁ…

କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି

ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି। ୧.୧୭ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ କେନ୍ଦ୍ରୀୟ ହିମାଳୟ ଅଞ୍ଚଳରେ ଏହା ମାତ୍ର ଦୁଇରୁ…

ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ ମାନ୍ଦା ଅବସ୍ଥା ଓ ବେକାରୀ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ବ୍ଲକ କଂଗ୍ରେସ ତରଫରୁ ତୁରୁମୁଙ୍ଗା…

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩…

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍‌ ଏବଂ ଆଡମିନିଷ୍ଟ୍ରେଶନ୍‌…

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ ନାନା ଆଲୋଚନା ହେଉଛି। ଖବରରୁ ପ୍ରକାଶ ଯେ, ଖଣ୍ଡତିରି ଗ୍ରାମର ଜନୈକା ମହିଳା କୁକୁଟା…

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା ଦେଇ ପ୍ରପୋଜ କରେ ତ କିଏ କେକ୍‌ରେ ମୁଦି ରଖି ସାଥୀଙ୍କୁ ବିବାହ ପ୍ରସ୍ତାବ…

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି ସନ୍ଧ୍ୟାରେ…

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri