Home Left

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩…

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍‌ ଏବଂ ଆଡମିନିଷ୍ଟ୍ରେଶନ୍‌…

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ ନାନା ଆଲୋଚନା ହେଉଛି। ଖବରରୁ ପ୍ରକାଶ ଯେ, ଖଣ୍ଡତିରି ଗ୍ରାମର ଜନୈକା ମହିଳା କୁକୁଟା…

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା ଦେଇ ପ୍ରପୋଜ କରେ ତ କିଏ କେକ୍‌ରେ ମୁଦି ରଖି ସାଥୀଙ୍କୁ ବିବାହ ପ୍ରସ୍ତାବ…

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି ସନ୍ଧ୍ୟାରେ…

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା…

ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି। ଚହଲ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ତାଙ୍କ ପରିବାର ସହିତ…

ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ…

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ପ୍ରେମିକଙ୍କୁ ବିବାହ କରିଛନ୍ତି। ଏହି ଘଟଣା ଭୀରଖୁର୍ଦର ଉଧାଡିହ ଗାଁର।…

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅନୈତିକ…

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ ଦୂରରେ ଥିଲେ ହେଁ ନିଜର ଅଜବ କାର୍ଯ୍ୟକଳାପକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ। ହେଲେ…

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି ରହୁଛନ୍ତି। ମାତ୍ର ଶ୍ରଦ୍ଧା ରୋହନଙ୍କୁ ତାଙ୍କର ଭଲ ବନ୍ଧୁ ବୋଲି କହୁଛନ୍ତି। ଦୁହେଁ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri