Home Left

ବିଜେଡି ଅଫର୍‌କୁ ପ୍ରତ୍ୟାଖ୍ୟାନ ପରେ ସୁରଙ୍କୁ ଏମିତି କହିଥିଲେ ନବୀନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ପରେ ଜଟଣୀ ବିଧାୟକ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ବିଜେଡିରେ ମିଶିବାକୁ ଅଫର ଆସିଥିଲା। ହେଲେ ଏବେ ନୁହେଁ, ୧୯ ବର୍ଷ ତଳେ। ଘରକୁ ଡାକି ବିଜେଡିରେ ମିଶିବାକୁ ତାଙ୍କୁ…

୩୯ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ

ନୂଆଦିଲ୍ଲୀ,୨୨।୧୦: ସୁପ୍ରିମକୋର୍ଟରେ ଏକ ଆଇନଗତ ଯୁଦ୍ଧରେ ଜିତିବା ପରେ ୩୯ ଜଣ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ ମିଳିଛି। ସାତୋଟି କାର୍ଯ୍ୟ ଦିବସ ମଧ୍ୟରେ ସେମାନଙ୍କ ନୂତନ ସେବା ମାନ୍ୟତା ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବଞ୍ଚିତ ହୋଇଥିବା ମୋଟ…

ଅମିତାଭଙ୍କ ଘରେ ଭଡ଼ାରେ ରହିବେ ଏହି ଅଭିନେତ୍ରୀ

ବମ୍ବେ: ଘର ଖୋଜୁଥିଲେ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସେନନ। ଚାରିଆଡେ ଖୋଜି ଖୋଜି ଥକି ଯାଇଥିଲେ ହେଁ ମନଲାଖି ଘର ଖଣ୍ଡିଏ ମିଳୁ ନ ଥିଲା। ଶେଷରେ ମୁମ୍ବାଇର ଅନ୍ଧେରୀ ଅଞ୍ଚଳରେ ଏକ ନୂଆ ଡୁପ୍ଲେକ୍ସକୁ ଘରଭଡ଼ାରେ ନେଇଛନ୍ତି କ୍ରିତି। ଯେଉଁ…

ଅର୍ଥାଭାବ, ସ୍ତ୍ରୀସ୍ବାମୀ ଭିତରେ ଝଗଡ଼ା ଲାଗି ରହୁଛି କି? କର୍ପୂରକୁ ଏଭଳି ବ୍ୟବହାର କରି ଦେଖନ୍ତୁ ପରିଣାମ…

ସାଧାରଣତଃ କର୍ପୂରର ବ୍ୟବହାର ପୂଜା ସମୟରେ କରାଯାଇଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ କର୍ପୂର ଘରେ ଥିବା ନକରାତ୍ମକ ଶକ୍ତିକୁ ଶେଷ କରିଥାଏ। ଏହାଦ୍ୱାରା ପରିବାରରେ ହସଖୁସିର ପରିବେଶ ଥାଏ। କେବଳ ଏତିକି ନୁହେଁ କର୍ପୂର ଧନ ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ କାରିଗର…

ପରିବାର ବଢ଼ାଇବା ପାଇଁ ଏହି ସହରରେ ମାଗଣାରେ ମିଳୁଛି ଜମି, ରହିଛି ଏଭଳି ସର୍ତ୍ତ

କାନବେରା,୨୨ା୧୦: ଭାରତର ଜନସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। କିନ୍ତୁ କିଛି ଦେଶ ଅଛି ଯେଉଁଠି ଏହାର ବିପରୀତ। ସମ୍ପ୍ରତି ଅଷ୍ଟ୍ରେଲିଆର କ୍ୱିଲିପ୍‌ ସହରରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜନସଂଖ୍ୟା ବହୁତ କମ୍‌ ଅଟେ। ପରିସଂଖ୍ୟାନ ଅନୁଯାୟୀ,…

୨୨ ବର୍ଷରେ ୭୨ କୋଟି ଟଙ୍କାର ମାଲିକାଣୀ ଅନନ୍ୟା

ଡ୍ରଗ୍ସ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ଅଢେଇ ଘଣ୍ଟା ପଚରାଉଚରା କରିବା ପରେ ଏନସିବି ଆଜି ତାଙ୍କୁ ପୁଣି ପଚରାଉଚରା ପାଇଁ ଡାକିଛି। ଅନନ୍ୟାଙ୍କୁ ସକାଳ ୧୧ ଟାରେ ଯାଞ୍ଚ୍‌ ଏଜେନ୍ସିରେ ହାଜର ହେବାକୁ ପଡିବ। ୨୨ ବର୍ଷୀୟ ଅନନ୍ୟା…

ରାଧେଙ୍କ ଘରୁ ମିଳିଥିବା ଫୋନ୍‌ କାହାର

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ହତ୍ୟାକାଣ୍ଡ ମାମଲାରେ ଗିରଫ ଅନ୍ୟତମ ଅଭିଯୁକ୍ତ ରାଧେ ଚଣ୍ଡୀଙ୍କ ଘରୁ ଏକ ବ୍ୟାଗ ମିଳିଛି। ଉକ୍ତ…

ଅଭିନେତା ନୁହେଁ ବରଂ ଜଣେ ଡାକ୍ତରଙ୍କୁ ଭଲପାଇ ବସିଥିଲେ ଏହି ଅଭିନେତ୍ରୀ, ପ୍ରଥମ ଡେଟ୍‌ରେ ଡରିଯାଇ…

ବମ୍ବେ: ବଲିଉଡ୍‌ର ଅନେକ ଅଭିନେତାଙ୍କ ସହ କାମ କରିଥିଲେ ସେ, ହେଲେ ମନ ଦେଇଥିଲେ ଜଣେ ଡାକ୍ତରଙ୍କୁ। ଆମେ କଥା ହେଉଛୁ ଚୁଲବୁଲି ମାଧୁରୀ ଦିକ୍ଷୀତଙ୍କ କଥା। ଯେତେବେଳେ ସେ ଜଣେ ଡାକ୍ତରଙ୍କ ପ୍ରେମରେ ପଡ଼ିଛନ୍ତି ବୋଲି ଜଣାପଡ଼ିଥିଲା, ପ୍ରଶଂସକ ଚକିତ…

ରୋହିଙ୍ଗ୍ୟା ଶରଣାର୍ଥୀ କ୍ୟାମ୍ପ୍‌ ଉପରେ ଆକ୍ରମଣ: ୭ ମୃତ

ଢାକା,୨୨।୧୦: ବାଂଲାଦେଶର ରୋହିଙ୍ଗ୍ୟା ଶରଣାର୍ଥୀ କ୍ୟାମ୍ପରେ ଶୁକ୍ରବାର ଏକ ବଡ଼ ବିସ୍ଫୋରଣ ଘଟିଛି। ଏଠାରେ ଥିବା କ୍ୟାମ୍ପ୍‌ରେ ଆକ୍ରମଣ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏହି ରୋହିଙ୍ଗ୍ୟା କ୍ୟାମ୍ପରେ ଥିବା ମଦ୍ରାସା ଉପରେ ଏହି ଆକ୍ରମଣ କରାଯାଇଥିଲା। ଘଟଣାସ୍ଥଳରେ…

ବିନା ଚାଳକରେ ରାସ୍ତାରେ ଗଡୁଛି ବାଇକ୍‌, ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ। କିଛି ଭିଡିଓ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ବ୍ୟକ୍ତି ଏକ ବାଇକ୍‌ ସିଟ୍‌ ଉପରେ ବସିଛନ୍ତି ଏବଂ ବାଇକ୍‌ଟି ମନକୁ ମନ ଚାଲୁଛି।…

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୨୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୫,୭୮୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୩୧ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଡେମୋ ଦେଖାଇଲେ ଗୋବିନ୍ଦ ସାହୁ: କେମିତି ପୋଡିଥିଲେ ମମିତାଙ୍କୁ…

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗୋବିନ୍ଦ ସାହୁ ଶୁକ୍ରବାର ଡେମୋ ଦେଖାଇଛନ୍ତି। ଭୋରରେ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା। ଯେଉଁଠି ସେ ମମିତାଙ୍କୁ ପୋଡ଼ିବା ପରେ ପୋତି ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?