ସଙ୍କଟରେ କୁମ୍ବଲେଙ୍କ ରେକର୍ଡ
ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ। ତାଙ୍କୁ ପଛରେ ପକାଇବା ପାଇଁ ଇଂଲଣ୍ଡର କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନଙ୍କୁ ମାତ୍ର…
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ ଟେକ୍ନିସିଆନ…
ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ। ଦଳର ସଫ୍ଟ କ୍ୱାରେଣ୍ଟିନ ଶେଷ ହେବା ପର୍ଯ୍ୟନ୍ତ ଖେଳାଳିଙ୍କ ଭାଗ ଭାଗ ହୋଇ…
ଜିତିନ୍ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..
ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ ଏହି ନିଷ୍ପତ୍ତି ପରେ ଜି -୨୩ ଗୋଷ୍ଠୀ ସଦସ୍ୟଙ୍କ ବୟାନବାଜି ଆରମ୍ଭ ହୋଇଯାଇଛି।…
ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍ ଦେବା ଉଚିତ୍ ନୁହେଁ
ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଶୁଣିବାବେଳେ ଗଣମାଧ୍ୟମ ଆଗରେ ଝିଅମାନଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…
ଚାଇନା ଆପ୍ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍
ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକକୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୫ରେ ଲାଗୁ…
ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍କା
ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମ୍ସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଏବେ ନ୍ୟୁଜିଲାଣ୍ଡ ଉଇକେଟ…
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା ଚୋବାଇ ଖାଇଥିଲା। ସ୍ଥାନୀୟ ଲୁୁଙ୍ଗାଗା ଗାଁରେ ଥିବ ଭତକ୍ଟୋରିଆ ହ୍ରଦରେ ଏହି କୁମ୍ଭୀରଟି ରହିଥିଲା।…
ଏହି କ୍ରିକେଟର୍ଙ୍କ ଜ୍ୟାକେଟ୍ ପିନ୍ଧି ଫଟୋ ଶେୟାର କଲେ ଅଭିନେତ୍ରୀ
ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଛି। କ୍ରିକେଟର କେ.ଏଲ.ରାହୁଲ ବଲିଉଡ…
ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …
ଲା ପାଜ୍,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ ରାଷ୍ଟ୍ରପତି ଜିନିନ୍ ଅନେଜ୍ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ ମୁହାଁମୁହିଁ…
ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ…
ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ
ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା ସେହ୍ବାଗ ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ। ତାଙ୍କ ପୂର୍ବରୁ, ଭିଭିଏସ ଲକ୍ଷ୍ମଣ ୨୦୦୧ କୋଲକାତା ଟେଷ୍ଟରେ…
Archives


